Latest Odisha News

BREAKING NEWS

ମୁଖ୍ଯମନ୍ତ୍ରୀ ଦୁଇଟି ଆସନରୁ ନିର୍ବାଚନ ଲଢ଼ି ଉତ୍ତରାଧିକାରୀ ଚୟନ କରିବାକୁ ଚାହୁଁଛନ୍ତି: ସମୀର ମହାନ୍ତି

ଭୁବନେଶ୍ୱର: ହିଞ୍ଜଳି ଏବଂ କଣ୍ଟାବାଞ୍ଜିରୁ ନିର୍ବାଚନ ଲଢି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଉତ୍ତରାଧିକାରୀଙ୍କ ପାଇଁ ରାସ୍ତା ତିଆରି କରିବାକୁ ଚାହୁଁଛନ୍ତି ବୋଲି ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି କହିଛନ୍ତି। ଭି.କେ ପାଣ୍ଡିଆନଙ୍କ ହାତରେ ଓଡ଼ିଶା ଶାସନ ଭାର ଦେବା…

ପରୀକ୍ଷାରେ ଫଳ ପ୍ରକାଶ ପାଇବାର ୪୮ ଘଣ୍ଟା ମଧ୍ୟରେ ୭ ଜଣ ଛାତ୍ରଛାତ୍ରୀଙ୍କ ଆତ୍ମହତ୍ୟା!

ହାଇଦ୍ରାବାଦ: ତେଲେଙ୍ଗାନାରେ ଅଭାବନୀୟ ଘଟଣା। ପରୀକ୍ଷାରେ ଫେଲ୍ ହେବା କାରଣରୁ ୪୮ ଘଣ୍ଟା ମଧ୍ୟରେ ୭ ଜଣ ଯୁକ୍ତ ଦୁଇ ଛାତ୍ରଛାତ୍ରୀ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ତେଲେଙ୍ଗାନା ବୋର୍ଡ ଅଫ୍ ଇଣ୍ଟରମିଡିଏଟ୍ ପରୀକ୍ଷା ଫଳ ଏପ୍ରିଲ ୨୪ରେ ପ୍ରଥମ ଓ ଦ୍ବିତୀୟ ବର୍ଷ ପାଇଁ ପ୍ରକାଶ ପାଇଛି।…

ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲା, ୮ ମେ’ ପର୍ଯ୍ୟନ୍ତ ଜେଲ୍ ରେ ରହିବେ ସିସୋଦିଆ

ନୂଆଦିଲ୍ଲୀ: ଦିଲ୍ଲୀର ଅବକାରୀ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ଆପ ନେତା ମନୀଷ ସିସୋଦିଆଙ୍କୁ ପୁଣି ଲାଗିଲା ଅଦାଲତୀ ଝଟକା । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଜଡିତ ମନି ଲଣ୍ଡରିଂ ଘଟଣାରେ ରାଉସ୍ ଆଭେନ୍ୟୁ କୋର୍ଟ ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତକୁ ମେ ୮ ପର୍ଯ୍ୟନ୍ତ ବୃଦ୍ଧି…

ବିଜେଡି ଛାଡି କଂଗ୍ରେସରେ ଯୋଗ ଦେଲେ ପୂର୍ବତନ ସାଂସଦ ନଗେନ୍ଦ୍ର ପ୍ରଧାନ

ସମ୍ବଲପୁର: ବିଜେଡିର ପୂର୍ବତନ ସାଂସଦ ନଗେନ୍ଦ୍ର କୁମାର ପ୍ରଧାନ ବିଜୁ ଜନତା ଦଳରୁ ଇସ୍ତଫା ଦେବା ପରେ ଆଜି ଆନୁଷ୍ଠାନିକ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ଦଳର ରାଜ୍ୟ ପ୍ରଭାରୀ ଅଜୟ କୁମାରଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ସାମିଲ ହୋଇଛନ୍ତି। ଅଜୟ କୁମାର ନଗେନ୍ଦ୍ରଙ୍କ ନିଷ୍ପତ୍ତିରେ ଖୁସି…

୨୮ରେ ଓଡିଶା ଆସିବେ ଜେପି ନଡ୍ଡା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ଵର: ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ଆସନ୍ତା ୨୮ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ଜେ.ପି ନଡ୍ଡା । ବ୍ରହ୍ମପୁରରେ ଆୟୋଜିତ ଏକ ସାଧାରଣ ସଭାକୁ କରିବେ ସମ୍ବୋଧିତ । ସେଠାରେ ସିଧାସଳଖ ନବରଙ୍ଗପୁର ଯିବେ ନଡ୍ଡା । ସେଠାରେ ବିଜେପି…

ଦିନ ୧୧ଟା ସୁଦ୍ଧା ଝାରସୁଗୁଡ଼ାରେ ୪୦.୪ ଡିଗ୍ରୀ ସେଲସିୟସ ରେକର୍ଡ, ୫ ଦିନ ପର୍ଯ୍ୟନ୍ତ ସ୍ୱାଭାବିକଠାରୁ ୩-୬ ଡିଗ୍ରୀ…

ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବା ବେଳେ ତାପମାତ୍ରା ସଙ୍କଟାପନ୍ନ ସ୍ତରକୁ ବୃଦ୍ଧି ପାଇଛି। ଆଜି ଅପରାହ୍ନ ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ାରେ ତାପମାତ୍ରା ୪୦.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ସମ୍ବଲପୁର ଓ କେନ୍ଦୁଝରରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ରେକର୍ଡ…

ମମତାଙ୍କ ଗଡରେ ମୋଦୀଙ୍କ ରଣହୁଙ୍କାର, କହିଲେ ମୁଁ ପୂର୍ବ ଜନ୍ମରେ ବେଙ୍ଗଲରେ ଜନ୍ମ ହୋଇଥିଲି

କୋଲକାତା: ଲୋକସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଥିବା ବେଳେ ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ସମୟରେ ମମତାଙ୍କ ଗଡରେ ରଣହୁଙ୍କାର ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀ କହିଛନ୍ତି ଯେ,…

ଗ୍ରୀଷ୍ମ ପ୍ରବାହ ଯୋଗୁଁ ପରୀକ୍ଷା ଘୁଞ୍ଚାଇବାକୁ ଦାବି, ଆନ୍ଦୋଳନରେ ଆରଡି ବିଶ୍ୱବିଦ୍ୟାଳୟର ଛାତ୍ରୀ

ଭୁବନେଶ୍ୱର: ଯୁକ୍ତ ତିନି ଦ୍ୱିତୀୟ ବର୍ଷ ପରୀକ୍ଷା ସ୍ଥଗିତ ରଖିବାକୁ ଦାବି କରି ଶୁକ୍ରବାର ଭୁବନେଶ୍ୱରର ରମା ଦେବୀ ମହିଳା ବିଶ୍ୱବିଦ୍ୟାଳୟର ବହୁ ଛାତ୍ରଛାତ୍ରୀ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ରାଜଧାନୀରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ। ଏଥି ଯୋଗୁଁ ଦୈନନ୍ଦିନ ଜୀବନଯାତ୍ରା ବାଧାପ୍ରାପ୍ତ…

ପିକଅପ ଭ୍ୟାନରୁ ମିଳିଲା ୩୫ ଲକ୍ଷ ଟଙ୍କା

ନୂଆପଡ଼ା: ପିକଅପ୍ ଗାଡ଼ିରୁ ମିଳିଲା ୩.୬୯ ଲକ୍ଷ ଟଙ୍କା । ଗାଡ଼ି ଚେକିଂ ବେଳେ ଟଙ୍କା ଜବତ କଲା ଜୋଙ୍କ ପୋଲିସ । ନୂଆପଡ଼ାରୁ ଛତିଶଗଡ଼ ଯାଉଥିବା ବେଳେ ଗାଡିକୁ ଅଟକାଇ ଟଙ୍କା ଜବତ କରିଛି ପୋଲିସ । ତେବେ ଘଟଣାରେ ଜଣଙ୍କୁ ଅଟକ ରଖିଛି ପୋଲିସ । ତେବେ ଏ ଟଙ୍କା କେଉଁ ଉଦ୍ଦେଶ୍ୟରେ ନୂଆପଡାରୁ…

ଭାରତ ଏବଂ ଉଜବେକିସ୍ତାନ ମଧ୍ୟରେ ଚାଲିଛି ଯୁଦ୍ଧ ଅଭ୍ୟାସ; କାହା ଉପରେ ରହିଛି ଫୋକସ, ଜାଣନ୍ତୁ

ନୂଆଦିଲ୍ଲୀ: ଭାରତ ଏବଂ ଉଜବେକିସ୍ତାନର ସଶସ୍ତ୍ର ବାହିନୀ ମଧ୍ୟରେ ମିଳିତ ସାମରିକ ଅଭ୍ୟାସର ପଞ୍ଚମ ସଂସ୍କରଣ ଚାଲିଛି। ଭାରତ ଏବଂ ଉଜବେକିସ୍ତାନ ମଧ୍ୟରେ ଏହି ଅଭ୍ୟାସ ବର୍ତ୍ତମାନ ଉଜବେକିସ୍ତାନର ସୁରଖଣ୍ଡାରିଓ ଅଞ୍ଚଳରେ ଥିବା ଟର୍ମେଜ୍ ଆର୍ମି ଟ୍ରେନିଂ ଅଞ୍ଚଳରେ ଚାଲିଛି। ଚଳିତ ବର୍ଷର…