ସର୍ବଦଳୀୟ ବୈଠକ ଶେଷ: MMDR ସଂଶୋଧନକୁ ନେଇ ଗୃହ ସରଗରମ ସମ୍ଭାବନା
ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସର୍ବଦଳୀୟ ବୈଠକ ଶେଷ ହୋଇଛି। ଗୃହ କାର୍ଯ୍ୟକୁ ସୁରୁଖୁରୁରେ ଏବଂ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବା ପାଇଁ ବାଚସ୍ପତି ସବୁ ରାଜନୈତିକ ଦଳର ସହଯୋଗ ଲୋଡ଼ିଛନ୍ତି।…