ସଇଁତଳାରେ ବିଜେପି କର୍ମୀଙ୍କୁ ଆକ୍ରମଣ, ୧୫ ଜଣଙ୍କ ନାଁରେ ଥାନାରେ ଅଭିଯୋଗ
ଟିଟିଲାଗଡ଼: ନିର୍ବାଚନ ବେଳେ ପୁଣି ରାଜନୈତିକ ହିଂସା। ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଡୁଙ୍ଗୁରିପାଲିରେ ବିଜେପି କର୍ମୀଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ଆସିଛି। ତେଣ୍ଡିପାଲି ଗାଁରେ ଟିଟିଲାଗଡ଼ ବିଜେପି ବିଧାୟକ ପ୍ରାର୍ଥୀ ନବୀନ ଜୈନଙ୍କ ଉପରେ ମରାଣାନ୍ତକ…