ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ବୋତଲ, ପଥର ମାଡ଼ କଲେ ଉତ୍ତ୍ୟକ୍ତ ଲୋକ
ବ୍ରହ୍ମପୁର: ଖଲ୍ଲିକୋଟ ନିର୍ବାଚନୀ ହିଂସାକାଣ୍ଡ ଘଟଣାରେ ପୋଲିସ ଗାଡ଼ିକୁ ବୋତଲ, ପଥର ମାଡ଼ କରିଛନ୍ତି ଆନ୍ଦୋଳନକାରୀମାନେ । ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ ପୋଲିସ ଗାଡ଼ି ଘେରିଲେ ଲୋକେ । ପୋଲିସ ଗାଡ଼ିକୁ ପଥର ମାଡ଼ ସହ ପାଣି ବୋତଲ ମାଡ଼ କଲେ । ଲୋକଙ୍କ ପଥର ମାଡ଼ରେ ପୋଲିସ ଭ୍ୟାନ୍ର…