Latest Odisha News

BREAKING NEWS

ନବୀନ, ନଡ୍ଡାଙ୍କ ପ୍ରଚାରରେ ଦୁଲୁକିବ ରାଜଧାନୀ: ସକାଳେ ବିଜେପି, ସନ୍ଧ୍ୟାରେ ବିଜେଡିର ମେଗା ରୋଡ଼ ସୋ’

ଭୁବନେଶ୍ୱର: ଆଜି ନିର୍ବାଚନ ପ୍ରଚାରରେ ଦୁଲୁକିବ ରାଜଧାନୀ। ବିଜେଡି ଓ ବିଜେପିର ଦୁଇ ହେବିୱେଟ ମେଗା ରୋଡ ସୋ କରିବେ। ସକାଳ ସାଢେ ୯ଟାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମାଉସୀ ମା’ ମନ୍ଦିରଠାରୁ ଲିଙ୍ଗରାଜ ମନ୍ଦିର ପର୍ଯ୍ୟନ୍ତ ଏହି ଶୋ’ କରିବେ। ସନ୍ଧ୍ୟାରେ ବିଜେଡି ସୁପ୍ରିମୋ…

ରାଜଧାନୀରେ ବିଳମ୍ବିତ ରାତିରେ ସିଲିଣ୍ଡର ବିସ୍ଫୋରଣ, ଜଳିଗଲା ୩ ଦୋକାନ

ଭୁବନେଶ୍ୱର: ରାତି ପ୍ରାୟ ସାଢ଼େ ୧୨ଟା ବେଳେ ମଞ୍ଚେଶ୍ବର ଥାନା ପାଣ୍ଡରା ଛକ ନିକଟରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ୩ଟି ଦୋକାନ ସମ୍ପୂର୍ଣ୍ଣ ଜଳିପୋଡ଼ି ପାଉଁଶ ହୋଇଛି। ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇବା ବେଳେ କେହି ମୃତାହତ ହୋଇନଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଅଗ୍ନିଶମ…

ମୋଦୀଙ୍କ ପାଇଁ ଚିଙ୍ଗୁଡି ମସଲା ରାନ୍ଧିବେ ମାଷ୍ଟର ସେଫ୍ ମମତା

କୋଲକାତା: ଢୋକଲା, ଦୋସା, ଇଡଲି, ପରଟା, ରୁଟି, ଭାତ, ବିରିୟାନୀ, ପୋଟଳରସା, ମାଛ ତରକାରୀ, ଚିଙ୍ଗୁଡି ମସଲା….. ପ୍ରଥମେ ମାଛ ତରକାରୀ ଆଉ ଏବେ ଚିଙ୍ଗୁଡି ମସଲା । ବିହାର ରାଜନୀତିରେ ମାଛକୁ ନେଇ ହୋଇଥିବା ମହାଭାରତ ବର୍ତ୍ତମାନ ପଶ୍ଚିମବଙ୍ଗରେ ପାଦ ଥାପିଛି । ଟିଏମସି ସୁପ୍ରିମୋ ତଥା…

ଶୀଘ୍ର ମୃତ୍ୟୁବରଣ କରିଥାଆନ୍ତି ଏହି ଖାଦ୍ୟ ଖାଉଥିବା ଲୋକେ…

ଭୁବନେଶ୍ଵର: ଆଜିକାଲିର ବ୍ୟସ୍ତବହୁଳ ଜୀବନ ଭିତରେ ଲୋକେ ସତେ ଯେପରି ନିଜ ପ୍ରତି ଧ୍ୟାନ ଦେବା ଭୁଲିଗଲେଣି । ଘରେ ରୋଷେଇ କରି କିଛି ପୁଷ୍ଟିକର ଖାଦ୍ୟ ଖାଇବା ବଦଳରେ ସେମାନେ ବାହାରର ଖାଦ୍ୟ ପସନ୍ଦ କରୁଛନ୍ତି । ସକାଳର ଜଳଖିଆ ହେଉ କିମ୍ବା ମଧ୍ୟାନ୍ନ ଭୋଜନ ଅବା ରାତ୍ରୀ ଭୋଜନ ସବୁ କିଛି ସହଜରେ…

୭୭ତମ କାନ୍ସ ଚଳଚ୍ଚିତ୍ର ମହୋତ୍ସବରେ ଉଦଘାଟିତ ହେଲା ଭାରତ ମଣ୍ଡପ

ନୂଆଦିଲ୍ଲୀ: ଫ୍ରାନ୍ସରେ ଚାଲିଥିବା ୭୭ତମ କାନ୍ସ ଚଳଚ୍ଚିତ୍ର ମହୋତ୍ସବରେ ଉଦଘାଟିତ ହୋଇଛି ଭାରତ ମଣ୍ଡପମ୍‌ । ପ୍ରତିବର୍ଷ ପ୍ରତିଷ୍ଠିତ କାନ୍ସ ଚଳଚ୍ଚିତ୍ର ମହୋତ୍ସବରେ ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଦ୍ୱାରା ଏହି ମଣ୍ଡପ ଆୟୋଜନ କରାଯାଇଥାଏ। ଏଥର ମଧ୍ୟ ଭାରତର ନୋଡାଲ…

ଝାରସୁଗୁଡାରେ ବିଜେପିକୁ ଝଟକା, ବିଜେଡିରେ ସାମିଲ ହେଲେ ରାଧାରାଣୀ ପଣ୍ଡା

ଝାରସୁଗୁଡା: ବରଗଡ ଲୋକସଭା ଆସନ ତଥା ଏହା ଅଧୀନରେ ଆସୁଥିବା ଝାରସୁଗୁଡାର ବ୍ରଜରାଜନଗରରେ ଭାରତୀୟ ଜନତା ପାର୍ଟିକୁ ବଡ଼ ଝଟକା। ପୂର୍ବତନ ବିଧାୟକ ରାଧାରାଣୀ ପଣ୍ଡା ବିଜେପି ଛାଡ଼ି ଶାସକ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ବ୍ରଜରାଜନଗରର ପୂର୍ବତନ ବିଧାୟକ ତାଙ୍କ ଇସ୍ତଫା ପତ୍ର ରାଜ୍ୟ ବିଜେପି…

ମେ’ ୩୧ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ସମ୍ଭାବନା: ଆଇଏମଡି

ନୂଆଦିଲ୍ଲୀ: ଚଳିତବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମେ' ୩୧ ତାରିଖରେ କେରଳ ଛୁଇଁବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ବୁଧବାର କହିଛି, ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମେ ୩୧ ତାରିଖରେ କେରଳ ଛୁଇଁବ। ଯାହା ଭାରତର କୃଷି ଅର୍ଥନୀତି ପାଇଁ ଗୁରୁତ୍ୱପୂର୍ଣ୍ଣ ୪ ମାସର…

କେନ୍ଦୁଝରରେ ସିରିଜ୍ ଦୁର୍ଘଟଣା, କାରରେ ବସିଥିବା ୫ ଜଣ ଆଖି ବୁଜିଲେ

କେନ୍ଦୁଝର: ସିରିଜ୍ ଦୁର୍ଘଟଣାରେ ଆଖିବୁଜିଲେ ୫ ଜଣ। ସଂଧ୍ୟା ବେଳେ କେନ୍ଦୁଝରରେ ଘଟିଥିବା ଏହି ଭୟଙ୍କର ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଏକ କାର୍ ୫ ଜଣଙ୍କୁ ନେଇ ବଡ଼ବିଲ ଅଭିମୁଖେ ଯାଉଥିଲା। ଚମ୍ପୁଆ ଥାନା ଅନ୍ତର୍ଗତ ରିମୁଳି ବାଇପାସ୍ ଠାରେ କାରଟି ଏକ…

ହିଞ୍ଜିଳି, କଣ୍ଟାବାଞ୍ଜିରେ ଶାହ ଏବଂ ନଡ଼୍ଡାଙ୍କ ପ୍ରଚାର କାର୍ଯ୍ୟକ୍ରମ ବାତିଲ ପଛର ଉଦ୍ଦେଶ୍ୟକୁ ନେଇ ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର: ବିଜେଡି ଓ ବିଜେପି ମଧ୍ୟରେ ଜୋରଦାର ବୟାନବାଜି ଚାଲିଛି। ବ୍ରହ୍ମପୁରରେ ପ୍ରଧାନମନ୍ତ୍ରୀ ପ୍ରଚାର କରି ନବୀନ ପଟ୍ଟନାୟକଙ୍କୁ ମଧ୍ୟ ଟାର୍ଗେଟ କରିଥିଲେ। ଏବେ କିନ୍ତୁ ନବୀନ ପ୍ରାର୍ଥୀପତ୍ର ଦାଖଲ କରିଥିବା ହିଞ୍ଜିଳି ଏବଂ କଣ୍ଟାବଞ୍ଜିରେ ବିଜେପିର ଶୀର୍ଷ ନେତାଙ୍କ ପ୍ରଚାର…

ଏକାମ୍ର ନିର୍ବାଚନ ମଣ୍ଡଳୀରେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର

ଭୁବନେଶ୍ଵର: ଆପଣଙ୍କ ସାଂସଦ ଓ କେନ୍ଦ୍ରମନ୍ତ୍ରୀ ଲିଙ୍ଗରାଜଙ୍କ କାମକୁ ବନ୍ଦ କରିବା ପାଇଁ ଷଡଯନ୍ତ୍ର କଲେ, ଏହା ଠିକ୍‌ କଥା କି? ସାଂସଦ ଭାବେ ତାଙ୍କ କାମ ହେଉଛି କେନ୍ଦ୍ର ସରକାରଙ୍କଠାରୁ ବଡ ବଡ ଯୋଜନା ଆଣିବେ । ଫ୍ଲାଇ ଓଭର, ଆଇଟି ପାର୍କ, ଏମଏସଏମଇ, ଦକ୍ଷତା ବିକାଶ ଆଦି ଯୋଜନାରେ ହଜାର…