Latest Odisha News

BREAKING NEWS

Maoists Surrender: ଭୁଶୁଡୁଛି ମାଓଗଡ; ଆତ୍ମସମର୍ପଣ କଲେ ୬ ମହିଳା ସମେତ ୧୦ ମାଓବାଦୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ପୋଲିସ ଆଉ ଏକ ବଡ଼ ସଫଳତା ହାସଲ କରିଛି । ପୁଣି ଆଉ ୧୦ ଜଣ କୁଖ୍ୟାତ ମାଓବାଦୀ ଆତ୍ମସମର୍ପଣ କରି ସମାଜର ମୁଖ୍ୟସ୍ରୋତକୁ ଫେରିଛନ୍ତି । ଏମାନଙ୍କ ମଧ୍ୟରେ ୬ ଜଣ ମହିଳା ମାଓବାଦୀ ରହିଛନ୍ତି । ଆତ୍ମସମର୍ପଣ କରିଥିବା ନକ୍ସଲମାନଙ୍କ…

Chief Justice Of India: ଡିସେମ୍ବର ୧୪ରେ ଓଡିଶା ଆସୁଛନ୍ତି ଭାରତର ପ୍ରଧାନ ବିଚାରପତି

ଭୁବନେଶ୍ୱର: ଆସନ୍ତା ରବିବାର ଅର୍ଥାତ୍ ଡିସେମ୍ବର ୧୪ ତାରିଖରେ ଓଡ଼ିଶା ଆସିବେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ । ସିଜେଆଇ ଭାବେ ଶପଥ ଗ୍ରହଣ କରିବା ପରେ ସେ ପ୍ରଥମ ଥର ପାଇଁ ଓଡିଶା ଆସୁଛନ୍ତି । କଟକ ସହିଦ ଭବନରେ ହାଇକୋର୍ଟ ବାର୍‌ ଆସୋସିଏସନ ପକ୍ଷରୁ ଆୟୋଜନ…

Myanmar military air strike: ସେନାର ଏୟାର ଷ୍ଟ୍ରାଇକରେ ହସ୍ପିଟାଲ ଧ୍ବଂସ; ୩୪ ମୃତ ଓ ୮୦ଆହତ

ନୂଆଦିଲ୍ଲୀ: ମିଆଁମାରର ରଖାଇନ୍ ରାଜ୍ୟରୁ ଏକ ଦୁଃଖଦ ଏବଂ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସୂଚନାମୁତାବକ ରାତିସାରା ସେନା ଦ୍ୱାରା ହୋଇଥିବା ଏୟାରଷ୍ଟ୍ରାଇକ(Myanmar military air strike)ରେ ଏକ ସମ୍ପୂର୍ଣ୍ଣ ହସ୍ପିଟାଲ ଧ୍ୱଂସାବଶେଷରେ ପରିଣତ ହୋଇଯାଇଛି। ବୁଧବାର ରାତିରେ ଅରାକାନ୍…

Wood Seized: ୧୦ ଲକ୍ଷ ଟଙ୍କାର ଖଇର ଓ କେନ୍ଦୁ କାଠ ଜବତ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ବନାଞ୍ଚଳ ମହଗାଁ ସିଲଣ୍ଡା ନିକଟ ଜଣଙ୍କ ବଗିଚାରେ ଚଢାଉ ହୋଇଛି । ଚଢାଉ ବେଳେ ୧୦ ଲକ୍ଷ ଟଙ୍କାର ଖଇର ଓ କେନ୍ଦୁ କାଠ ଜବତ ହୋଇଛି । ଜବତ ହୋଇଥିବା କାଠ ଗଣ୍ଡିକୁ ଟ୍ରାକ୍ଟର ଯୋଗେ ବଙ୍ଗୋମୁଣ୍ଡା ରେଞ୍ଜେର କାର୍ଯ୍ୟାଳୟକୁ…

Two Arrest: ଭିଜିଲାନ୍ସର ପରିଚୟ ଦେଇ ବଡ଼ ବଡ଼ ଅଫିସରଙ୍କୁ ଠକୁଥିବା ଦୁଇ ଅଭିଯୁକ୍ତ ଗିରଫ

ରାଉରକେଲା: ଭିଜିଲାନ୍ସ ଅଫିସର କହି ବଡ ବଡ ଅଫିସରଙ୍କୁ ଠକୁଥିବା ଦୁଇ ଜଣ ଠକକୁ ଗିରଫ କରିଛି ରାଉରକେଲା ପୋଲିସ । ଗିରଫ ଦୁଇ ଠକ ହେଲେ ସୁବର୍ଣ୍ଣପୁର ଜିଲ୍ଲା ମେଣ୍ଡାମାଳ ଗାଁର ଗଣେଶ ପ୍ରସାଦ ନନ୍ଦ ଓ ତାଙ୍କ ସମ୍ପର୍କୀୟ ପ୍ରଦୀପ କୁମାର ପଣ୍ଡା । ଜଣେ ଓଏଏସ ଅଫିସରଙ୍କ ଠାରୁ ୪ ଲକ୍ଷ ଟଙ୍କା…

Modi government: ମନରେଗା ଯାେଜନାର ନାମ ପରିବର୍ତ୍ତନ କରିବେ ମୋଦି ସରକାର…

ନୂଆଦିଲ୍ଲୀ: କେନ୍ଦ୍ରର ମୋଦି ସରକାର ମନରେଗା ଯୋଜନାର ନାମ ପରିବର୍ତ୍ତନ କରିବେ। ଶୁକ୍ରବାର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତିକୁ ଅନୁମୋଦନ କରାଯାଇଛି। ସରକାର ମନରେଗାର ନାମ ପରିବର୍ତ୍ତନ କରି ପୂଜ୍ୟ ବାପୁ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଯୋଜନା କରିବେ, ଯାହା ଗ୍ରାମୀଣ ଗରିବ ଲୋକଙ୍କ…

ବଦଳିବ ‘ମନରେଗା ଯୋଜନା’ ନାଁ, କ୍ୟାବିନେଟ ବୈଠକରେ ମଞ୍ଜୁରୀ

ନୂଆଦିଲ୍ଲୀ: ପରିବର୍ତ୍ତନ ହେବ ମନରେଗା ଯୋଜନାର ନାମ। ମୋଦି ସରକାର MNREGA Scheme ର ନାଁ ପରିବର୍ତ୍ତନ କରିବାକୁ ପ୍ରସ୍ତାବ ଦେଇଥିଲେ। ଶୁକ୍ରବାର କ୍ୟାବିନେଟ ବୈଠକରେ ଏହି ନିଷ୍ପତ୍ତିକୁ ଅନୁମୋଦନ କରାଯାଇଛି। ସରକାର ମନରେଗାର ନାମ ପୂଜ୍ୟ ବାପୁ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଯୋଜନା…

ରାଜଧାନୀରେ ପୁଣି ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ ନାବାଳିକା ଦୁଷ୍କର୍ମର ଶିକାର ହୋଇଛନ୍ତି। ଗୁରୁତର ଅବସ୍ଥାରେ ନାବାଳିକା ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଅଭିଯୁକ୍ତ ଘର ମାଲିକଙ୍କୁ ଗିରଫ କରିଛି ପୋଲିସ। ପୀଡିତାଙ୍କୁ ଭେଟିଲେ ମହିଳା କମିଶନ ସଦସ୍ୟା। ପୀଡିତା ଓ ପରିବାର ଲୋକଙ୍କୁ ଭେଟି କଲେ…

ଏକାମ୍ର ଓ୍ଵାକ୍ସରେ ଓଡ଼ିଆ ଭାଷାର ଗୌରବ ଗାଥା ସାହିତ୍ୟ ଟ୍ରେଲ୍ ଏବଂ ଫିଲ୍ମ ସ୍କ୍ରିନିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ

ଭୁବନେଶ୍ୱର: ଏକାମ୍ର ଓ୍ଵାକ୍ସରେ ଆସନ୍ତା ରବିବାର ଓଡ଼ିଶାର ସମୃଦ୍ଧ ଐତିହ୍ୟକୁ ସାଂସ୍କୃତିକ ଅନୁଭୂତି ପ୍ରଦାନ କରୁଥିବା ଓଡ଼ିଆ ଭାଷାର ଗୌରବ ଗାଥା ସାହିତ୍ୟ ଟ୍ରେଲ୍ ଏବଂ ଫିଲ୍ମ ସ୍କ୍ରିନିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସକାଳ ୧୧ଟା ୩୦ରେ ଓଡିଆ ଭାଷାର ଗୌରବ ଗାଥା ସାହିତ୍ୟ ସହିତ ଆରମ୍ଭ…

ଭୋଟ ତାଲିକାରୁ ଗୋଟିଏ ବି ନାଁ ବାଦ ପଡିଲେ ହେବ ବିଦ୍ରୋହ: ଦିଦିଙ୍କ ଖୋଲା ଚ୍ୟାଲେଞ୍ଜ

କୋଲକାତା: SIR କୁ ନେଇ ପଶ୍ଚିମବଙ୍ଗରେ ଚାଲିଛି ବିରୋଧ। ଏହାକୁ ସମ୍ପୂର୍ଣ୍ଣ ବିରୋଧ କରୁଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ତାଙ୍କ ଦଳ। ନିର୍ବାଚନ କମିସନ (ଇସି)ଙ୍କ ତରଫରୁ ବର୍ତ୍ତମାନ ପଶ୍ଚିମବଙ୍ଗ ସମେତ ୧୨ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ଏସଆଇଆର (ସ୍ବତନ୍ତ୍ର ଭୋଟର ତାଲିକା…