Latest Odisha News

BREAKING NEWS

ପ୍ରଦୀପ ପାଣିଗ୍ରାହୀଙ୍କ ପଞ୍ଜରା ହାଡ଼ ଓ ଫୁସ୍‌ଫୁସ୍‌ରେ ଆଘାତ, ଏମ୍ସ ସ୍ଥାନାନ୍ତର

ବ୍ରହ୍ମପୁର: ବିଜେପିର ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ଗତକାଲି ସାମାନ୍ୟ ଆହତ ହୋଇ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି ହୋଇଥିଲେ। ତେବେ ସେଠାରେ ଚିକିତ୍ସା ହେବା ପରେ ତାଙ୍କର ପଞ୍ଜରା ହାଡ଼ ଓ ଫୁସ୍‌ଫୁସ୍‌ରେ ଆଘାତ ଲାଗିଥିବା ଜଣାପଡିଛି। ଅଧିକ…

୧୯ ରେ ଆଣ୍ଡାମାନ ଛୁଇଁବ ମୌସୁମୀ, ୧୭ରୁ ୪ ଡିଗ୍ରୀ ଯାଏ ବଢ଼ିବ ତାପମାତ୍ରା

ଭୁବନେଶ୍ୱର:ଏଥିର ସହଳ ମୌସୁମୀ ଆସିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଆସନ୍ତା ୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଆଣ୍ଡାମାନ ଛୁଇଁବ। ଆଣ୍ଡାମାନ ସାଗର, ନିକୋବର ଦ୍ୱୀପପୁଞ୍ଜ ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରକୁ ମୌସୁମୀ ବାୟୁ ଅଗ୍ରସର ହେବ। ଗତବର୍ଷ ଏହି ସମୟରେ ଉପରୋକ୍ତ…

ପାଟିକୁ ସୁଆଦ, ପେଟକୁ ଶାନ୍ତି: ଜାଣନ୍ତୁ ଦକ୍ଷିଣ ଭାରତର ପ୍ରସିଦ୍ଧ ଖାଦ୍ୟ ଦୋସାର ଇତିହାସ..

ଭୁବନେଶ୍ଵର: ଦୋସା, ସାଉଥ ଇଣ୍ଡିଆନର ଏହି ଖାଦ୍ୟ ଏବେ ପୁରା ଦେଶର ପ୍ରମୁଖ ଖାଦ୍ୟ ଭିତରୁ ଏକ । ଦେଶର ପ୍ରତ୍ୟକ ଗଳିକନ୍ଦିରେ ଆପଣଙ୍କୁ ଦୋସା ଦୋକାନ ଦେଖିବାକୁ ମିଳେ । ତେବେ କଣ ଆପଣ ଜାଣନ୍ତି ଦୋସା ଦକ୍ଷିଣ ଭାରତର ପ୍ରସିଦ୍ଧ ଖାଦ୍ୟ କେମିତି ହେଲା? ତେବେ ଆସନ୍ତୁ ଜାଣିବା ଦୋସାର ଇତିହାସ…

ମୁମ୍ବାଇରେ ଘୂର୍ଣ୍ଣିଝଡ଼ର ତାଣ୍ଡବ: ଏଯାବତ୍ ୧୨ ଜଣଙ୍କ ମୃତ୍ୟୁ, ୫୦ରୁ ଅଧିକ ଆହତ

ମୁମ୍ବାଇ: ପ୍ରବଳ ବର୍ଷା ଓ ଘୁର୍ଣ୍ଣିଝଡ଼ରେ ବେହାଲ ମାୟାନଗରୀ ମୁମ୍ବାଇ । ପ୍ରବଳ ପବନ ଯୋଗୁଁ ଘାଟକୋପରରେ ଏକ ହୋର୍ଡିଂ ଭାଙ୍ଗି ଖସିପଡିବାରୁ ୧୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୭୪ ରୁ ଉର୍ଦ୍ଧ୍ବ ଆହତ ହୋଇଛନ୍ତି । ସମସ୍ତଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ…

ଆଜି ଆସୁଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟରାମ ରମେଶ

ଭୁବନେଶ୍ୱର: କଂଗ୍ରେସ ସପକ୍ଷରେ ପ୍ରଚାର କରିବାକୁ ଆଜି ଓଡ଼ିଶା ଆସୁଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ହେବିୱେଟ୍ ନେତା ଜୟରାମ ରମେଶ। କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ଓଡ଼ିଶାରେ ପହଞ୍ଚିବା ପରେ ଦିନ ୧୨ଟାରେ ସାମ୍ବାଦିକ ସମ୍ମିଳନୀ କରିବେ। ତେବେ ଜୟରାମ ଗସ୍ତ ପୂର୍ବରୁ…

ଶେଷ ହେଲା ପ୍ରଥମ ପର୍ଯ୍ୟାୟ ଲେଢଇ: ୭୪ ପ୍ରତିଶତ ମତଦାନ, ୨୮୦ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍

ଭୁବନେଶ୍ୱର: ଅବିଭକ୍ତ କୋରାପୁଟ ଜିଲ୍ଲାରେ ଶାନ୍ତିପୂର୍ଣ୍ଣ ଭାବେ ନିର୍ବାଚନ ସଂପନ୍ନ ହୋଇଛି। ଆସନ୍ତା ୫ ବର୍ଷ ପାଇଁ ନେତାଙ୍କ ଭାଗ୍ୟର ଫଇସଲା ହୋଇଛି। ଶାନ୍ତିଶୃଙ୍ଖଳାର ସହ ରାଜ୍ୟରେ ସରିଲା ପ୍ରଥମ ପର୍ଯ୍ୟାୟ ମତଦାନ। କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକସଭା ସହ ୨୮ଟି…

ଶାନ୍ତିପୂର୍ଣ୍ଣ ଭାବରେ ସରିଲା ଚତୁର୍ଥ ପର୍ଯ୍ୟାୟ ମତଦାନ, ବଙ୍ଗଳାରେ ସର୍ବାଧିକ ଭୋଟିଂ

ନୂଆଦିଲ୍ଲୀ: ଶାନ୍ତିପୂର୍ଣ୍ଣ ଭାବରେ ସରିଛି ଚତୁର୍ଥ ପର୍ଯ୍ୟାୟ ମତଦାନ । ସାଧାରଣ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ଦେଶର ୯୬ଟି ସଂସଦୀୟ କ୍ଷେତ୍ରରେ ମତଦାନ ଅନୁଷ୍ଠିତ ହୋଇଥିଲା । ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିଥିଲା ମତଦାନ । ମିଳିଥିବା ତଥ୍ୟ ଅନୁସାରେ ଏହି ପର୍ଯ୍ୟାୟରେ…

ଖରାଦିନେ ଖାଆନ୍ତୁ ତାଳସଜ, ମିଳିବ ଅନେକ ଫାଇଦା

ଭୁବନେଶ୍ଵର: ଖରାଦିନେ ମିଳୁଥିବା ବିଭିନ୍ନ ପ୍ରକାର ଫଳ ମଧ୍ୟରୁ ତାଳ ସଜ ପ୍ରାୟ ଲୋକଙ୍କର ପସନ୍ଦ। ଉଦୁ ଉଦିଆ ଖରାରେ ତାଳ ସଜ ପେଟରେ ପଡିଗଲେ ଶାନ୍ତି ଲାଗେ। ଗାଁ ଗହଳିରେ ପ୍ରାୟ ଲୋକଙ୍କ ଘରେ ଖରାଦିନେ ମିଳେ ତାଳ ସଜ। ଏହାର ଚାହିଦା ଦେଖି ସହରରେ ମଧ୍ୟ ରାସ୍ତା କଡରେ ବିକ୍ରି ହେଉଛି ଏହି ଫଳ।…

ସିବିଏସଇ ଦଶମ ଓ ଦ୍ଵାଦଶ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ହାସଲ କରିଛି ବିଜେଇଏମ୍-୨

ଭୁବନେଶ୍ୱର: ପ୍ରକାଶ ପାଇଛି ସିବିଏସଇ ଦଶମ ଓ ଦ୍ଵାଦଶ ପରୀକ୍ଷା ଫଳ । ଚଳିତ ବର୍ଷ ମୋଟ ପାସ୍ ହାର ୮୭.୯୮ ପ୍ରତିଶତ ରହିଛି । ଏହା ମଧ୍ୟରୁ ଝିଅଙ୍କ ପାସ୍ ହାର ୯୧.୫୨ ପ୍ରତିଶତ ଥିବା ବେଳେ, ପୁଅଙ୍କ ପାସ୍ ହାର ୮୫.୧୨ ରହିଛି । ତେବେ ସତ୍ୟଭାମାପୁ୍ର ସ୍ଥିତ ବିଜେଇଏମ୍ -୨ ଇଂଲିଶ ମାଧ୍ୟମ ସ୍କୁଲ…

ବିଜେଡି ନେତ୍ରୀ ଅପୂର୍ବା ଅପରୁପାଙ୍କ କାରରୁ ୧୦ ଲକ୍ଷରୁ ଅଧିକ ଟଙ୍କା ଜବତ

ବୌଦ୍ଧ: ନିର୍ବାଚନ ସମୟରେ ବିଜେଡି ନେତ୍ରୀଙ୍କ କାରରୁ ମିଳିଲା ପୁଳା ପୁଳା ଟଙ୍କା। ବୌଦ୍ଧ-ନୟାଗଡ଼ ସୀମା ଚେକ୍ ପଏଣ୍ଟରେ ପୁଲିସ ଏକ କାରରୁ ନଗଦ ୧୦ ଲକ୍ଷରୁ ଅଧିକ ଟଙ୍କା ଜବତ କରିଛି। ଜବତ ସମୟରେ କାରରେ ଅପୂର୍ବା ଅପରୁପା ନାମକ ବିଜେଡି ଦଳର ଜଣେ ମହିଳା ନେତ୍ରୀ ଥିଲେ। ପୁରୁଣାକଟକ ପୁଲିସ…