Malkangiri Community Clash: ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ରିପୋର୍ଟ
ଭୁବନେଶ୍ୱର: ମାଲକାନଗିରି ଜିଲ୍ଲା ଏମ୍ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉପମୁଖ୍ୟମନ୍ତ୍ରୀ କେନକ ବର୍ଦ୍ଧନ ସିଂହଦେଓ ରିପୋର୍ଟ ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମାଲକାନଗିରିରେ ସ୍ଥିତି ସମୀକ୍ଷା…