ସୂର୍ଯ୍ୟକୁମାର, ଗିଲଙ୍କ ସପକ୍ଷରେ ବାହାରିଲେ ସହକାରୀ କୋଚ
ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚରେ ଭାରତ ଶୋଚନୀୟ ଭାବେ ପରାଜିତ ହୋଇଛି । ଏଥିସହ ୫ ମ୍ୟାଚ ବିଶିଷ୍ଟ ସିରିଜ ଏବେ ୧-୧ ସମାନ ସ୍ଥିତିକୁ ଆସି ଯାଇଛି । ଶୁଭମନ ଗିଲ ଓ ସୂର୍ଯ୍ୟକୁମାର ଯାଦବଙ୍କ ଖରାପ ପ୍ରଦର୍ଶନ ଜାରୀ ରହିଛି । ସେମାନେ ଏହି ମ୍ୟାଚରେ ମଧ୍ୟ ବିଫଳ…