ଆରମ୍ଭ ହେଲା ଶୀତଳ ଷଷ୍ଠୀ ଯାତ୍ରା, ଆଜି ଚୟନ ହେବେ ମାତା ପାର୍ବତୀଙ୍କ ପିତାମାତା
ସମ୍ବଲପୁର: ସମ୍ବଲପୁର ଶୀତଳ ଷଷ୍ଠୀ ଯାତ୍ରାର ଆଜି ଆଦ୍ୟ ପର୍ବ। ଶିବ ବିବାହ ପାଇଁ ଆଜି ଥାଳ ଉଠା ସହ କନ୍ୟା ମାତା ପିତା ଚୟନ କରାଯିବ। ଆଜି ଅପରାହ୍ନରେ ବିଭିନ୍ନ ଶିବାଳୟରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ପରେ ମନ୍ଦିରରୁ ଥାଳ ଉଠିବ ଏବଂ ଶୀତଳଷଷ୍ଠୀ ଯାତ୍ରା ପାଇଁ ଦାନ ଓ ଅନୁଦାନ…