ଓଭର ବ୍ରିଜ୍ରୁ ତଳକୁ ଖସିଲା ଯାତ୍ରୀବାହୀ ବସ୍: ୪୦ ଆହତ
ଯାଜପୁର: ଓଭର ବ୍ରିଜ୍ରୁ ତଳକୁ ଖସିଲା ଯାତ୍ରୀବାହୀ ବସ୍। ଏନ୍ଏଚ୍-୧୬ର ବାରବାଟୀ ଛକ ପାଖରେ ଖସିଲା ବସ୍। ଘଟଣାରେ ୪୦ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା ରହିଛି। ବସରେ ୫୦ରୁ ୬୦ ଯାତ୍ରୀ ରହିଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦ ଜଣଙ୍କ ଅବସ୍ଥା ଗୁରୁତର ଓ ୪…