ମନୀଷ ସିସୋଦିଆ ପୁଣି ନିରାଶ; ମେ ୧୩ ରେ ପରବର୍ତ୍ତୀ ଶୁଣାଣି
ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲ୍ ରେ ଥିବା ଆପ ନେତା ମନୀଷ ସିସୋଦିଆଙ୍କୁ ପୁଣି ନିରାଶ ହେବାକୁ ପଡିଛି । ଦିଲ୍ଲୀ ହାଇକୋର୍ଟ ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଉପରେ ଶୁଣାଣି ମେ' ୧୩ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି ।
ଆଜି ମନୀଷ ସିସୋଦିଆଙ୍କ ଜାମିନ ଆବେଦନ…