ଦୀର୍ଘ ୨୫ ବର୍ଷର ଟ୍ୟୁମରକୁ ୧୦ ଘଣ୍ଟାର ଜଟିଳ ଅପରେସନ୍ ପରେ ବାହାର କଲେ ଏମ୍ସ ଡାକ୍ତର
ଭୁବନେଶ୍ବର: ଦୀର୍ଘ ୨୫ ବର୍ଷର ଟ୍ୟୁମରକୁ ୧୦ ଘଣ୍ଟାର ଜଟିଳ ଅପରେସନ୍ ପରେ ବାହାର କଲେ ଭୁବନେଶ୍ୱର ଏମ୍ସ ଡାକ୍ତର ଟିମ୍ । ପଶ୍ଚିମବଙ୍ଗର ୫୧ ବର୍ଷୀୟ ରବୀନ୍ଦ୍ର ବିଶୁଇଙ୍କ ମୁଣ୍ଡ ଉପରେ ୨୫ ବର୍ଷ ହେଲା ଗୋଟିଏ ଟ୍ୟୁମର ହୋଇଥିଲା । କିନ୍ତୁ ଗତ ୭ ମାସ ହେବ ସେହି ଟ୍ୟୁମର ହଠାତ୍ ବଢିବା ଆରମ୍ଭ…