ନିର୍ବାଚନ ପ୍ରଚାର ପାଇଁ ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ବିଜେପିର ୨ ବରିଷ୍ଠ ନେତା
ଭୁବନେଶ୍ବର: ନିର୍ବାଚନ ପ୍ରଚାର ପାଇଁ ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ବିଜେପିର ୨ ବରିଷ୍ଠ ନେତା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଭବାନୀପାଟଣା ଓ ରାୟଗଡ଼ାରେ ଜନସଭାକୁ ସମ୍ବୋଧିତ କରିବେ । ସେହିପରି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ନବରଙ୍ଗପୁର ଗସ୍ତରେ ଆସିବେ। ସୂଚନା…