ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ, ଅହମ୍ମଦାବାଦରେ ଭୋଟ ଦେଲେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ଆରମ୍ଭ ହେଲା ଦେଶରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ। ୧୦ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୯୩ଟି ଲୋକସଭା ଆସନରେ ଆଜି ଭୋଟ ଗ୍ରହଣ ହେଉଛି। ମତାଧିକାର ମାଧ୍ୟମରେ ୧୩ଶହ ୫୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୧୭ କୋଟିରୁ ଅଧିକ ଭୋଟର୍ । ଏଥିପାଇଁ ୧ଲକ୍ଷ…