ପ୍ରଥମ ଥର ପାଇଁ ଭାରତୀୟ ପର୍ଯ୍ୟଟକ ଭାବେ ମହାକାଶରେ ଯାତ୍ରା କରିବେ ଗୋପୀଚାନ୍ଦ
ନୂଆଦିଲ୍ଲୀ: ନୂତନ ଇତିହାସ ରଚିବାକୁ ଯାଉଛନ୍ତି ପାଇଲଟ ଗୋପୀଚାନ୍ଦ ଥୋଟାକୁରା । ପ୍ରଥମ ଥର ପାଇଁ ଭାରତୀୟ ପର୍ଯ୍ୟଟକ ଭାବେ ମହାକାଶରେ ଯାତ୍ରା କରିବେ ଗୋପୀଚାନ୍ଦ । ଏନେଇ ସେ ବର୍ତ୍ତମାନ ଚର୍ଚ୍ଚାରେ ରହିଛନ୍ତି । ଗୋପୀଚାନ୍ଦ ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସଙ୍କ ସ୍ପେସ୍ କମ୍ପାନୀ ବ୍ଲୁ…