Latest Odisha News

BREAKING NEWS

କଂ​‌ଗ୍ରେସକୁ ଝଟକା: ଦଳ​‌ ଛାଡ଼ିଲେ ବିଜୟ ଗମାଙ୍ଗୋ, ପ୍ରାଥମିକ ସଦସ୍ୟତାରୁ ଇସ୍ତଫା

ରାୟଗଡ଼ା: ନିର୍ବାଚନ ପୂର୍ବରୁ ରାୟଗଡ଼ା ଜିଲ୍ଲା କଂଗ୍ରେସକୁ ଝଟ୍‌କା। ଦଳ ଛାଡିଲେ ରାୟଗଡା ଜିଲ୍ଲା କଂଗ୍ରେସ ସଭାପତି ବିଜୟ କୁମାର ଗମାଙ୍ଗୋ। ସେ ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ପିସିସି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ଅଧ୍ୟକ୍ଷ ତାଙ୍କୁ କୈଫିୟତ…

‘୨୧ ଟି ଆସନରେ ପଦ୍ମ ଫୁଟିବ; ବାହର ଲୋକ ନୁହଁ, ଓଡିଶାର ପୁଅ କିମ୍ବା ଝିଅ ହେବେ ମୁଖ୍ୟମନ୍ତ୍ରୀ’

ନବରଙ୍ଗପୁର: ପ୍ରଥମେ ବ୍ରହ୍ମପୁର ଆଉ ଏବେ ନବରଙ୍ଗପୁରରେ ବିଜୟ ସଂକଳ୍ପ ସମବାବେଶରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମେ ଓଡିଆରେ ନିଜର ଭାଷଣ ଆରମ୍ଭ କରିଛନ୍ତି । ଏଠାରେ ମଧ୍ୟ ମୋଦି ଶାସକ ଦଳ ଉପରେ ବର୍ଷିଛନ୍ତି । ମୋଦି କହିଛନ୍ତି…

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ: ନାମାଙ୍କନ ବେଳେ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା  । ନାମାଙ୍କନ ପତ୍ର ଦାଖଲ ସମୟରେ ୨ ନେତେ ଓ ସମର୍ଥକ ହାତାହାତି ।କଂଗ୍ରେସ ପାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ ମହାପାତ୍ର ମୁହାଁମୁହିଁ ହୋଇଛନ୍ତି । ସ୍ବାଧିନ ଭାବେ ସୁଜିତ ନାମାଙ୍କନ…

‘ବିରୋଧୀ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି, ଆପଣମାନେ ଜାଣିବା ଦରକାର’

ଭବାନୀପାଟଣା: ଦିନିକିଆ କଳାହାଣ୍ଡି ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିର୍ବାଚନୀ ସଭାରେ ଯୋଗଦେଇ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ଭିକ୍ଷା କରିବା ସହ ସଭା ସ୍ଥଳରୁ ସିଧାସଳଖ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି । ନବୀନ କହିଛନ୍ତି ଯେ, ବିରୋଧୀ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ଏହି…

ବିଜେପିକୁ ମୁଖ୍ୟମନ୍ତ୍ରୀଙ୍କ ଉପହାସ; ଦିନରେ ସ୍ବପ୍ନ ଦେଖୁଛି

ଭୁବନେଶ୍ବର; ‘ବିଜେପିକୁ ଉପହାସ କରି କହିଲେ ମୁଖ୍ୟମନ୍ତ୍ରୀ -ଦିନରେ ସ୍ବପ୍ନ ଦେଖୁଛି ବିଜେପି’ । ବ୍ରହ୍ମପୁରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ରଣହୁଙ୍କାର ପରେ ଭିଡିଓ ବାର୍ତ୍ତା ଜାରି କଲେ ମୁଖ୍ୟମନ୍ତ୍ରୀ । କହିଲେ ଦିନରେ ସ୍ବପ୍ନ ଦେଖୁଛି । ଆଜି ବ୍ରହ୍ମପୁର ଓ ନବରଙ୍ଗପୁରରେ…

କଲେଜ ଅଧ୍ୟାପକଙ୍କ ନାଁ ରେ ସଙ୍ଗୀନ ଅଭିଯୋଗ, ବିଜେଡିକୁ ସମର୍ଥନ କରୁଥିବା କହିଲା ବିଜେପି

ନୂଆପଡା: ନୂଆପଡା ଜିଲ୍ଲା ସିନାପାଲି କଲେଜ ଅଧ୍ୟାପକଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ । ଅଧ୍ୟାପକ ବ୍ରଜମୋହନ ଧାକଡ଼ ବିଜେଡି ପାଇଁ କାମ କରୁଥିବା ଏକ ସଙ୍ଗୀନ ଅଭିଯୋଗ ଆସିଛି l କେବଳ ବିଜେଡି କୁ ସମର୍ଥନ ନୁହେଁ ବିଜେପି କର୍ମୀଙ୍କୁ ଫୋନ୍ ମାଧ୍ୟମରେ ଧମକ ଦେବା ଭଳି ମଧ୍ୟ ଅଭିଯୋଗ ରହିଛି ।…

ନନ୍ଦନକାନନରେ ଅସୁସ୍ଥ ବାଘ ‘ନନ୍ଦନ’

ଭୁବନେଶ୍ବର: ରୋଗରେ ପୀଡିତ ନନ୍ଦନକାନନର ଗେହ୍ଲା ‘ନନ୍ଦନ’ । ନନ୍ଦନକାନନ ପ୍ରାଣୀ ଉଦ୍ୟାନର ୩୧ ନମ୍ବର ବାଘ ଖୁଆଡ଼ ଫିଡିଂ ଚାମ୍ବରରେ ରହୁଥିବା ଜଙ୍ଗଲୀ ବାଘ ‘ନନ୍ଦନ’ ରୋଗରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇପଡିଛି। ଅସୁସ୍ଥ କାରଣରୁ ଠିକ୍ ଭାବେ ଖିଆପିଆ ନ କରିବାରୁ ଗୋଟିଏ ସ୍ଥାନରେ ପଡ଼ି…

ତୃତୀୟ ପର୍ଯ୍ୟାୟ ମତଦାନ କାଲି, ୧୧ ରାଜ୍ୟର ୯୩ ଆସନର ହେବ ଭାଗ୍ୟ ନିରୀକ୍ଷଣ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ମତଦାନ ଆସନ୍ତାକାଲି ଅର୍ଥାତ୍ ମେ’ ୭ରେ ଅନୁଷ୍ଠିତ ହେବାକୁ ଯାଉଛି । ୧୦ ଟି ରାଜ୍ୟ ଓ ଗୋଟେ କେନ୍ଦ୍ରଶାସିତ ଅଞ୍ଚଳର ୯୩ ଟି ଆସନରେ ହେବ ଭୋଟ ଗ୍ରହଣ  । ପ୍ରଥମେ ଏହି ପର୍ଯ୍ୟାୟରେ ୧୧ ରାଜ୍ୟର ୯୫ ଟି ଆସନ ଥିଲା । କିନ୍ତୁ ସୁରତରେ…

ଓଡ଼ୃିଶାରେ କିଏ ଗଢ଼ିବ ସରକାର? ମୋଦୀ ଦେଲେ ତାରିଖ, ପାଣ୍ଡିଆନ୍ ଦେଲେ ତାରିଖ ସହିତ ସମୟ

ଭୁବନେଶ୍ୱର: ନିର୍ବାଚନ ବେଳେ ରାଜ୍ୟର ବିଭିନ୍ନ ପ୍ରସଙ୍ଗ ଅପେକ୍ଷା ଓଡ଼ିଶାରେ କିଏ ଗଢିବ ସରକାର ତେଜିଲା ଚର୍ଚ୍ଚା। ଜୁନ୍ ୪ ସଂଧ୍ୟା ସୁଦ୍ଧା ସ୍ପଷ୍ଟ ହୋଇଯିବ କିଏ ଗଢ଼ିବ ସରକାର। ଲୋକେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଷଷ୍ଠ ଥର ପାଇଁ ଏହି ଆସନରେ ବସାଇବେ ନା ମୋଦୀଙ୍କ ଚେହେରାକୁ…

ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ

ଭୁବନେଶ୍ବର: ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ । cisce.org ଏବଂ results.cisce.org ଓ୍ବେବସାଇଟ୍‌ରେ ରେଜଲ୍ଟ ଉପଲବ୍ଧ  । ଛାତ୍ରୀଛାତ୍ରୀ ଓ୍ବେବସାଇଟ୍‌ରେ ସେମାନଙ୍କ ରେଜଲ୍ଟ ଦେଖିପାରିବେ। ଦଶମରେ ୯୯. ୦୮% ଓ ଦ୍ୱାଦଶରେ ୯୮.୯୦% ଛାତ୍ରଛାତ୍ରୀ ପାସ୍  ।…