ଇଣ୍ଡିଗୋର ବଡ ଘୋଷଣା; ଏଣିକି ମିଳିବ ୧୦ ହଜାର ଭାଉଚର୍, ଜାଣନ୍ତୁ କିଏ ପାଇବେ ସୁବିଧା
ନୂଆଦିଲ୍ଲୀ: ଭାରତର ଅନ୍ୟତମ ବିମାନ କମ୍ପାନୀ, ଇଣ୍ଡିଗୋ, ସମ୍ପ୍ରତି ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଛି। ଶହ ଶହ ଉଡ଼ାଣ ବାତିଲ ଯୋଗୁଁ ଡିସେମ୍ବର ୩ ରୁ ୫ତାରିଖ ମଧ୍ୟରେ ଦେଶର ଅନେକ ବିମାନବନ୍ଦରରେ ବିଶୃଙ୍ଖଳା ସୃଷ୍ଟି ହୋଇଥିଲା। ହଜାର ହଜାର ଯାତ୍ରୀ ଘଣ୍ଟା ଘଣ୍ଟା ଧରି ବିମାନବନ୍ଦରରେ ଫସି…