ଛିଣ୍ଡୁନି ଅଙ୍କ: ୫ ସ୍ଥାନର ପାର୍ଥୀ ବଦଳାଇଲା କଂଗ୍ରେସ
ଭୁବନେଶ୍ଵର: ଛିଣ୍ଡୁନି କଂଗ୍ରେସର ପାର୍ଥୀ ଚୟନ ଅଙ୍କ । ଥର କୁ ଥର ପାର୍ଥୀ ବଦଳାଉଛି କଂଗ୍ରେସ । ବର୍ତ୍ତମାନ ୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ । ଜଳେଶ୍ଵର, ବରୀ, ଆଠମଲ୍ଲିକ, ଆଠଗଡ ଏବଂ ପୁରୀରେ ପ୍ରାର୍ଥୀ ବଦଳିଛି କଂଗ୍ରେସ ।
ଜଳେଶ୍ଵରରେ ସୁଦର୍ଶନ ଦାସଙ୍କୁ କଂଗ୍ରେସ…