ଭଡା ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ
ଭୁବନେଶ୍ୱର: ରାଜଧାନୀରେ ଏକ ଭଡା ଘରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତ ଯୁବତୀଙ୍କ ନାଁ ବିଷ୍ଣୁପ୍ରିୟା ରାଉତ । ତେବେ ଯୁବତୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଛନ୍ତି ପରିବାରଲୋକେ । ଅଭିଯୋଗକୁ ଭିତ୍ତି କରି ତଦନ୍ତ କରୁଛି ପୋଲିସ ।
ଖବର ମୁତାବକ, ବିଷ୍ଣୁପ୍ରିୟା ତାଙ୍କ…