ଆସନ୍ତା କାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଭୁବନେଶ୍ବର: କାଲି ତଥା ରବିବାର ଦିନ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । କାଲି ରାତି ସାଢେ ୯ଟାରେ ଭୁବନେଶ୍ବରରେ ପହଁଞ୍ଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏଥିସହ କାଲି ରାତିରେ ଭୁବନେଶ୍ବରରେ ରହିବେ ପ୍ରଧାନମନ୍ତ୍ରୀ ।
ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ସୂଚନା ।…