ରାଜଧାନୀରେ ପୁଣି ମାତିଲେ ଆପାର୍ଟମେଣ୍ଟ ଲୁଟାରା, ୨ଟି ଫ୍ଲାଟ୍ ରୁ ଲୁଟି ନେଲେ
ଭୁବନେଶ୍ବର: ପୁଣି ରାଜଧାନୀରେ ମାତିଲେ ଆପାର୍ଟମେଣ୍ଟ ଲୁଟେରା ଗ୍ୟାଙ୍ଗ । ପାହାଳସ୍ଥିତ ଅଂଚଳରେ ଥିବା ମେଟ୍ରୋ ସାଟେଲାଇଟ ସିଟି ଆପାର୍ଟମେଣ୍ଟରୁ କଲେ ଲୁଟ୍ । ସିସିଟିଭି କ୍ୟାମେରାରେ ଲୁଟ୍ ର ଦୃଶ୍ୟ କଏଦ୍ ହୋଇଛି ।
ଗତକାଲି ବିଳମ୍ବିତ ରାତିରେ ୭ ରୁ ଅଧିକ ଲୁଟେରା ଆସି ଏହି ଆପାଟମେଣ୍ଟର…