ନିର୍ବାଚନ ଡ୍ୟୁଟି ସାରି ଫେରୁଥିବା ବସ୍ ଦୁର୍ଘଟଣାଗ୍ରସ୍ତ, ୧୭ ଜଣ ଯବାନ ଆହତ
ରାୟପୁର: ଛତିଶଗଡର ରାୟଗଡ ଜିଲ୍ଲାରେ ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି । ନିର୍ବାଚନ ଡ୍ୟୁଟିରେ ନିୟୋଜିତ ବିଏସଏଫ୍ ଯବାନଙ୍କୁ ନେଇ ଫେରୁଥିବାବେଳେ ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୧୭ ଜଣ ଯବାନ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଧରମଜୟଗଡ ସିଭିଲ ହସ୍ପିଟାଲରେ ଚିକିତ୍ସା ପାଇଁ…