ନବୀନ କଣ୍ଟାବାଞ୍ଜି ଆସନ ପାଇଁ ଭରିବେ ନାମାଙ୍କନ
ଭୁବନେଶ୍ୱର: ଆଜି କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନିକଟରେ ସେ ହିଞ୍ଜିଳି ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିଲେ। ଚଳିତଥର ୨୦୧୯ ପରି ଦୁଇଟି ଆସନରେ ପ୍ରାର୍ଥୀ ହୋଇଛନ୍ତି ବିଜେଡି ସୁପ୍ରିମୋ।
ସକାଳ ୯ଟାରେ…