ସମ୍ ଅଲଟିମେଟ ସିଇଓଙ୍କୁ ‘ଉତ୍କଳ ପ୍ରତିଭା ସମ୍ମାନ’ ପୁରସ୍କାର
ଭୁବନେଶ୍ବର : ଉତ୍କଳ ଦିବସ ଅବସରରେ ସମ୍ ଅଲ୍ଟିମେଟ୍ ମେଡିକେୟାରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ. ଶ୍ବେତପଦ୍ମା ଦାସଙ୍କୁ ସମ୍ମାନଜନକ 'ଉତ୍କଳ ପ୍ରତିଭା ସମ୍ମାନ'ରେ ସମ୍ମାନିତ କରାଯାଇଛି।
ପୁରସ୍କାର ସମାରୋହ ଆୟୋଜନ କରିଥିବା ଉତ୍କଳ ପ୍ରତିଭା ଫାଉଣ୍ଡେସନ ପକ୍ଷରୁ ସ୍ୱାସ୍ଥ୍ୟ ସେବା…