ଭୁବନେଶ୍ୱରରୁ କନ୍ଦରପୁରକୁ ସଂଯୋଗ ହେବ ନୂଆ ରାସ୍ତା
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ରୋଡ୍ ନେଟ୍ୱାର୍କକୁ ସୁଦୃଢ଼ କରି ରାଜ୍ୟର ବିକାଶକୁ ଆଗେଇ ନେବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ମାନ୍ୟବର ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସ୍ପଷ୍ଟ ଆଭିମୁଖ୍ୟ ରହିଛି । ଏହି ଲକ୍ଷ୍ୟକୁ ତ୍ୱରିତ ବେଗରେ ଆଗେଇ ନେବା ସହିତ ରାଜ୍ୟର ସବୁ…