କିଟକୁ ମିଳିଲା ସିଆଇଆଇ ପୁରସ୍କାର…
ଭୁବନେଶ୍ୱର: ଉନ୍ନତ କ୍ରୀଡ଼ା ଭିତ୍ତିଭୂମି ପାଇଁ କିଟ୍ ବିଶ୍ୱବିଦ୍ୟାଳୟକୁ ବର୍ଷର ଶ୍ରେଷ୍ଠ ସ୍ପୋର୍ଟ୍ସ ଷ୍ଟାଡିୟମ୍/ଏରେନା ପୁରସ୍କାର ପ୍ରଦାନ କରାଯାଇଛି।
ନୂଆଦିଲ୍ଲୀଠାରେ ଅନୁଷ୍ଠିତ ତୃତୀୟ ସିଆଇଆଇ ସ୍ପୋର୍ଟ୍ସ ବିଜନେସ୍ ଆୱାର୍ଡସ୍ ୨୦୨୫ରେ କିଟକୁ ଏହି ପୁରସ୍କାର ପ୍ରଦାନ କରାଯାଇଛି।…