ତୁରନ୍ତ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବାକୁ ଦାବି, ଆମରଣ ଅନଶନ ଚେତାବନୀ ଦେଲେ ସେବାୟତ
ପୁରୀ: ଶ୍ରୀମନ୍ଦିର ଚାରି ଦ୍ୱାର ଭକ୍ତଙ୍କ ପାଇଁ ତୁରନ୍ତ ଖୋଲାଯାଉ । ଭକ୍ତଙ୍କ ଧାର୍ମିକ ଅଧିକାର କୁ ପ୍ରଶାସନ ବଞ୍ଚିତ ନ କରୁ । ତୁରନ୍ତ ଜଗନ୍ନାଥ ପ୍ରେମୀ, ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବାକୁ ଦାବି କରିଛନ୍ତି ବରିଷ୍ଠ ସେବାୟତ ଦାମୋଦର ମହାସୁଆର । ନହେଲେ ସେ ଖୁବ ଶୀଘ୍ର…