Latest Odisha News

BREAKING NEWS

କାଳବୈଶାଖୀ ସତ୍ତ୍ୱେ ଆଜି ବି ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ, ୨୫ରୁ ପୁଣି ବଢ଼ିବ ତାପମାତ୍ରା

ଭୁବନେଶ୍ୱର: ଆଜି ବି ଜାରି ରହିବ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଆଜି ବି ମିଳିବନି ତାତିରୁ ତ୍ରାହି । ହିଟୱେଭକୁ ନେଇ ରାଜ୍ୟର କିଛିଟା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୨ ଦିନ ପରେ ସାମାନ୍ୟ ଆଶ୍ବସ୍ତି । ୨୫ ରୁ ପୁଣି ବଢ଼ିବ ତାପମାତ୍ରା । କାଳବୈଶାଖୀ ସତ୍ତ୍ୱେ ବି ସିଭିୟର…

କବିତା : ଘର

ନିରୂପମା ପତି ସରଗଠୁଁ ଵଡ ଏହି ଆମ ଘର ଘର ନୁହେଁ ସେହି ଭାଵର ମନ୍ଦିର ସ୍ନେହ, ଶ୍ରଦ୍ଧା, ପ୍ରୀତି ଥାଏ ନିରନ୍ତର ଶାନ୍ତି ମୈତ୍ରୀର ସେ ଏକାନ୍ତ ନିର୍ଝର ସେଘରେ ଜନମ ମୋର ଵାପା,ମା, ଭାଇ, ଭଉଣୀଙ୍କୁ ନେଇ ଏକସୂତ୍ରେ ପରିବାର । ଆକାଶଠୁଁ ଵଡ ପୂଜ୍ୟ ପିତା ମୋର ଧର୍ମ, ସ୍ବର୍ଗ,ତପ…

ଭାଷା ଭାଗବତ : ବିଶାଳ ଛଳନାର ଜାଲ

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ ଧୈର୍ଯ ନ ଥିଲେ ନିଜ କାର୍ଯ ମନେ ହୁଏନି ଅନିବାର୍ଯ ଧୈର୍ଯ ଧାରଣ କଲେ ଶାଂତି ଦେହକୁ ଦିଏନାହିଁ କ୍ଳାଂତି ଧୈର୍ଯଧାରୀ ଜାଣେନି ମାଗି ନିଜ କାର୍ଯରେ ରହେ ଲାଗି ମିଳୁ, ନ ମିଳୁ ପରିଣାମ ଅଯଥା ଲୋଡ଼େନି ବିଶ୍ରାମ ପ୍ରୟାସ ସହ ଧୈର୍ଯ…

ରାଜନୈତିକ କାର୍ଯ୍ୟକଳାପରେ ସାମିଲ ହେବା ଅଭିଯୋଗରେ କନିଷ୍ଠ ସହକାରୀ କିରାଣୀ ସସପେଣ୍ଡ

ବୌଦ୍ଧ: ରାଜନୈତିକ ଦଳର ଶୋଭାଯାତ୍ରାରେ ସାମିଲ ହୋଇଥିବା ଅଭିଯୋଗରେ କନିଷ୍ଠ ସହକାରୀ କିରାଣୀ ସତ୍ୟନାରାୟଣ ଦନ୍ତା ନିଲମ୍ବିତ। ବୌଦ୍ଧ ଜିଲ୍ଲା କଣ୍ଟାମାଲ ବ୍ଲକ ଲମ୍ବସରୀର ରାଧାମାଧବ ହାଇସ୍କୁଲର ସତ୍ୟନାରାୟଣଙ୍କୁ ନିଲମ୍ବନ କଲେ ଜିଲ୍ଲାପାଳ। ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର ଶୋଭାଯାତ୍ରାରେ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ବିଶ୍ଵରୂପ ଦର୍ଶନ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ବ୍ରହ୍ମାଣ୍ଡର କର୍ତ୍ତାଙ୍କ ପ୍ରତ୍ୟେକଟି ଲୋମ କୂପରେ  ମାଲମାଳ ହୋଇ ବ୍ରହ୍ମାଣ୍ଡ  ବିରାଜମାନ କରୁଛି ।ଏହିସତ୍ୟ ଦ୍ୱାପର ଯୁଗରେ ବିଶ୍ଵରୂପ ଦର୍ଶନ ସମୟରେ ପ୍ରମାଣିତ ହୋଇଛି ।ଏପରି ବର୍ଣ୍ଣନା ମଧ୍ୟ…

ଆସନ୍ତା ୨୪ରେ ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ, ହିଞ୍ଜିଳିରୁ ଭୋଟଭିକ୍ଷା ଆରମ୍ଭ

ଭୁବନେଶ୍ୱର: ଭୋଟ୍‍ ଆଉ ୩ ସପ୍ତାହ। ମେ ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟ ଅର୍ଥାତ୍‍ ୪ଟି ଲୋକସଭା ମଣ୍ଡଳୀ କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଓ ଏହାର ଅନ୍ତର୍ଗତ ୨୮ ବିଧାନସଭା ପାଇଁ ଭୋଟ୍ ଗ୍ରହଣ ହେବ। ଦିନକୁ ଦିନ ରାଜନୈତିକ ପରିବେଶ ଗରମ ହେଉଥିବା ବେଳେ ପ୍ରତିଟି ଦଳ ପକ୍ଷରୁ କିପରି…

ଶିମିଳିପାଳରେ ମଧ୍ୟପ୍ରଦେଶର ମହାବଳ: ୩ ରାଜ୍ୟ ସୀମା ଡେଇଁଛି, ସ୍ପଷ୍ଟ କଲା ବାଘ ସେଲ୍

ଭୁବନେଶ୍ୱର: ମଧ୍ୟପ୍ରଦେଶର ମହାବଳ ବାଘ ୩ଟି ରାଜ୍ୟ ସୀମା ଡେଇଁ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟରେ ପହଞ୍ଚିଛି। ବନ ବିଭାଗର କ୍ୟାମେରାରେ ମହାବଳ ବାଘର ଚିତ୍ର କଏଦ ହୋଇଛି । ତେବେ ବାଘଟି ମଧ୍ୟପ୍ରଦେଶରୁ ଆସିଥିବା ନେଇ NTCA (National Tiger Conservation Authority) ସୂଚନା ଦେଇଛନ୍ତି ।…

ଘଡ଼ଘଡ଼ି ସହ ବର୍ଷା ନେଇ ଆଗାମୀ ୩ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ପୁଣି ଥରେ ପାଗରେ ପରିବର୍ତ୍ତନ । ଆଜି ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଘଡ଼ଘଡ଼ି ସହ ବର୍ଷା ନେଇଆଗାମୀ ୩ ଘଣ୍ଟା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର। ୧୨ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।…

ଜୟପୁର ବିଧାନସଭା ବିଜେପିରୁ ଲଢ଼ିବେ ଗୌତମ ସାମନ୍ତରାଏ

ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟି ରବିବାର ଦିନ କୋରାପୁଟ ଜିଲ୍ଲାର ଜୟପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଜୟପୁର ବିଧାନସଭା ବିଜେପିରୁ ଲଢ଼ିବେ ଗୌତମ ସାମନ୍ତରାଏ । ନୂଆଦିଲ୍ଲୀରେ ବିଜେପିର କେନ୍ଦ୍ରୀୟ କାର୍ଯ୍ୟାଳୟ କହିଛି ଯେ କୋରାପୁଟ ଲୋକସଭା…

ସାତ୍ୱିକ ସ୍ୱାଇଁ ଫିଡେ ୱାର୍ଲ୍ଡ କପ ୮ ବର୍ଷରୁ କମ ଚେସରେ ଖେଳିବେ

ଭୁବନେଶ୍ୱର: ଓଡିଶାର ସାତ୍ୱିକ ସ୍ୱାଇଁ ୟଙ୍ଗଷ୍ଟରଙ୍କ ପାଇଁ ଆୟୋଜିତ କରାଯାଉଥିବା ଫିଡେ ବିଶ୍ୱକପ ଚେସ ପାଇଁ ମନୋନୀତ ହୋଇଛନ୍ତି । ଭୁବନେଶ୍ୱରର ଏହି ଉଦୀୟମାନ ଚେସ ତାରକା ୮ ବର୍ଷରୁ କମ ବିଭାଗରେ ଅଂଶଗ୍ରହଣ କରିବେ । ଉଭୟ ବାଳକ ଓ ବାଳିକା ବିଭାଗରେ ୪୮ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିବେ । ୮…