ବେଆଇନ ବାଲି ଚୋରାଚାଲାଣ ଉପରେ ଲାଗିବ ଅଙ୍କୁଶ, ବାଲିଘାଟ ଜଗିବେ ଓଡ଼ିଶା ଶିଳ୍ପ ସୁରକ୍ଷା ବଳ
ଭୁବନେଶ୍ୱର: ରାଜ୍ୟରେ ବଢିଚାଲିଛି ବାଲି ଚୋରା ଚାଲାଣ। ଏଥିରେ ଲାଗିପାରୁନି ଅଙ୍କୁଶ। ବେଆଇନ ବାଲିଘାଟକୁ ନେଇ ଅପରାଧୀମାନେ ରକ୍ତମୁଖା ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାରେ ବାଲିଘାଟ ଜଗିବା ଦାୟିତ୍ବ ଓଡ଼ିଶା ଶିଳ୍ପ ସୁରକ୍ଷା ବଳ (ଓଆଇଏସଏଫ୍)କୁ ପ୍ରଦାନ କରାଯିବ। ଏଥିପାଇଁ…