ପ୍ରମୁଖ ସଚିବ ପଦରୁ ଇସ୍ତଫା ଦେଲେ ମନୋଜ କୁମାର ମିଶ୍ର
ଭୁବନେଶ୍ଵର: ଇଲେକ୍ଟ୍ରୋନିକ୍ସସ ଓ ଆଇଟି ବିଭାଗର ପ୍ରମୁଖ ଶାସନ ସଚିବ ପଦରୁ ଇସ୍ତଫା ଦେଲେ ମନୋଜ କୁମାର ମିଶ୍ର । ଇସ୍ତଫା ଗୃହିତ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ମିଳିଛି।
୨୦୦୦ ବ୍ୟାଚର ଆଇଆରଟିଏସ ଅଫିସର ମନୋଜ କୁମାର ମିଶ୍ର ଦୀର୍ଘ ଦିନ ଧରି ଆଇଟି ବିଭାଗର ପ୍ରମୁଖ ଶାସନ…