୭ ଦିନ ଭିତରେ ସ୍କୁଲ ବକେୟା ବିଲ୍ ପୈଠ କରିବାକୁ ନିର୍ଦ୍ଦେଶ, ନଚେତ୍ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ବର: ୭ ଦିନ ଭିତରେ ବିଦ୍ୟାଳୟର ବିଦ୍ୟୁତ ବକେୟା ପୈଠ କର, ନଚେତ୍ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ସମସ୍ତ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ)ଙ୍କୁ ଏଭଳି କଡ଼ା ନିର୍ଦ୍ଦେଶ ଦେଇଛନ୍ତି ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ।
ଏହି ନିର୍ଦ୍ଦେଶରେ କୁହାଯାଇଛି ଯେ, ସ୍କୁଲ ଏବଂ ଗଣଶିକ୍ଷା…