Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ମିଶିଲେ ବହୁ ବିଜେପି ଓ କଂଗ୍ରେସ ନେତା

ଭୁବନେଶ୍ବର: ଯେତିକି ଯେତିକି ନିର୍ବାଚନ ପାଖେଇ ଆସୁଛି ନେତାଙ୍କ ଦଳ ଡିଆଁ ପର୍ବ ସେତିକି ମାତ୍ରାରେ ବଢିବାରେ ଲାଗିଛି । ଏହି ପ୍ରରିପେକ୍ଷୀରେ ଆଜି ବିଜେଡିରେ ମିଶିଲେ କନ୍ଧମାଳ ଲୋକସଭାର  ବହୁ ବିଜେପି, କଂଗ୍ରେସ ଓ ବିଏସପି ନେତା । ସେମାନଙ୍କ ମଧ୍ୟରେ କମଳାକାନ୍ତ ପାଣ୍ଡେ, ବିଳାସିନୀ ନାୟକ,…

ରାଜ କୁନ୍ଦ୍ରାଙ୍କ ପାଇଁ ବଢିଲା ଅଡୁଆ, ୯୮ କୋଟିର ସମ୍ପତ୍ତି ଜବତ କଲା ଇଡି

ମୁମ୍ବାଇ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଜାଲରେ ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ୱାମୀ ରାଜ କୁନ୍ଦ୍ରା । ବିଟ୍‌‌ କଏନ୍‌‌ ସ୍କାମ ଘଟଣାରେ ଇଡ଼ି ବିଶିଷ୍ଠ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କର ୯୭.୭୯ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି । ପିଏମଏଲଏ ଆକ୍ଟ ୨୦୦୨ ଅନୁସାରେ ରାଜ…

ମନୀଷ ସିସୋଦିଆକୁ ପୁଣି ଝଟକା, ଏପ୍ରିଲ ୨୬ ପର୍ଯ୍ୟନ୍ତ ବଢିଲା ନ୍ୟାୟିକ ହେପାଜତ

ଆଦିଲ୍ଲୀ: ମନୀଷ ସିସୋଦିଆଙ୍କୁ ଆଶ୍ବସ୍ତି ନାହିଁ। ଦିଲ୍ଲୀର ମଦ ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ପୁଣିଥରେ ଝଟକା ଲାଗିଛି। ରାଉସ୍ ଆଭେନ୍ୟୁ କୋର୍ଟ ସିସୋଦିଆଙ୍କ ନ୍ୟାୟିକ ହେପାଜତକୁ ଏପ୍ରିଲ୍ ୨୬ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।…

ହାତ ଧରିଲେ କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡି ବିଧାୟିକା ସିପ୍ରା ମଲ୍ଲିକ

ଭୁବନେଶ୍ଵର: ଶଙ୍ଖ ଛାଡି ହାତ ଧରିଲେ କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡି ବିଧାୟିକା ସିପ୍ରା ମଲ୍ଲିକ । କଂଗ୍ରେସରେ ସାମିଲ ହେଲେ ସିପ୍ରା ମଲ୍ଲିକ । କଂଗ୍ରେସ ଭବନକୁ ଆସି ବିଧିବଦ୍ଧ ଭାବେ ଯୋଗଦେଲେ ସିପ୍ରା । ତେବେ କେନ୍ଦ୍ରାପଡ଼ାରୁ କଂଗ୍ରେସ ଟିକେଟରେ ପ୍ରାର୍ଥୀ ନେଇ ଆଶାବାଦୀ ଅଛନ୍ତି…

ଅନୁଭବ ଆଉଟ୍ ବର୍ଷା ଇନ୍: ଶଙ୍ଖ ଭବନରେ ଶଙ୍ଖ ଫୁଙ୍କିଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ଵର: ବିଜେଡିରେ ସାମିଲ ହେଲେ ଓଲିଉଡର ଚର୍ଚ୍ଚିତ ନାୟିକା ବର୍ଷା ପ୍ରିୟଦର୍ଶିନୀ । ଶଙ୍ଖ ଭବନ ଆସି ଆନୁଷ୍ଠାନିକ ଭାବେ ବିଜେଡିରେ ସାମିଲ ହେଲେ ବର୍ଷା । ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ଶଙ୍ଖ ଧରିଛନ୍ତି ବର୍ଷା । ତେବେ ଅନେକ ସମୟରେ ବର୍ଷା ବିଜେଡି ପାଇଁ ପ୍ରଚାର କରିଥିବା…

ଆହୁରି କଲବଲ କରିବ ତାତି, ସାଢ଼େ ୧୧ଟା ସୁଦ୍ଧା ୨ ସହରର ତାପମାତ୍ରା ୪୦ ଡିଗ୍ରୀ

ଭୁବନେଶ୍ଵର: ରାଜ୍ୟବାସୀଙ୍କୁ ଆହୁରି କଲବଲ କରିବ ତାତି । ରାତିରେ ବି ମିଳିବ ନାହିଁ ତ୍ରାହି । ଆଜିଠୁ ଗ୍ରୀଷ୍ମ ପ୍ରବାହ ଶିଖରକୁ ଛୁଇଁବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ…

ମୁମ୍ବାଇରେ ଚାଲିବନି ଅଣ୍ଡରୱାଲ୍ଡର ଦାଦାଗିରି, ମୁଳପୋଛ ହେବ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ ଓ ତାର ଗ୍ୟାଙ୍ଗ: ସିନ୍ଦେ

ମୁମ୍ବାଇ: ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଘର ବାହାରେ ଗୁଳି ବିନିମୟ ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଘଟଣାରେ ଅଭିଯୁକ୍ତମାନଙ୍କୁ ମଧ୍ୟ ପୋଲିସ ଗିରଫ କରିଛି । ଉଭୟଙ୍କୁ ପଚରାଉଚରା ଚାଲିଛି । ଏହାକୁ ଦୃଷ୍ଟିରେ ରଖି ସଲମାନ ଖାନଙ୍କ ଘର ବାହାରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।…

ଆଉ ୪ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ଵର: ଆଉ ୪ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । ମାହାଙ୍ଗାରୁ ଦେବେନ୍ଦ୍ର ସାହୁଙ୍କୁ ଟିକେଟ ଦେଇଥିବା ବେଳେ ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ବର ମଧ୍ୟରୁ ପ୍ରକାଶ ଜେନା, ଭୁବନେଶ୍ବର ଉତ୍ତରରୁ ଅଶୋକ ଦାସଙ୍କୁ ଟିକେଟ ଦେଇଛି କଂଗ୍ରେସ । ପୂର୍ବରୁ କଂଗ୍ରେସ…

ହୋଟେଲ ରୁମରୁ ଜବତ ହେଲା ୧୨ କେଜି ଗଞ୍ଜେଇ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ବରଗଡ: ବରଗଡ଼ ଟାଉନ ଥାନା ପୋଲିସକୁ ବଡ ସଫଳତା । ହୋଟେଲ ରୁମରୁ ଜବତ ହେଲା ୧୨ କେଜି ଗଞ୍ଜେଇ । ସେପଟେ ବେଆଇନ ଗଞ୍ଜେଇ କାରବାର ଅଭିଯୋଗରେ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ସୂଚନା ଅନୁସାରେ, ବରଗଡ ରେଲୱେ ଷ୍ଟେସନ ସମ୍ମୁଖରେ ଥିବା ବିଜୟ ହୋଟେଲର ରୁମ ନମ୍ବର ୧୦୩ ରେ ୨ ଜଣ ଯୁବକ ଗଞ୍ଜେଇ…

ଆଇପିଏଲ୍ ରେ ଆଜି ମୁମ୍ବାଇ ଇଣ୍ଡିଆନ୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ହେବ ମୁକାବିଲା

ଚଣ୍ଡିଗଡ଼: ଆଇପିଏଲ୍ ରେ ଆଜି ମୁମ୍ବାଇ ଇଣ୍ଡିଆନ୍ସ ଏବଂ ପଞ୍ଜାବ କିଙ୍ଗସ୍ ମଧ୍ୟରେ ହେବ ମୁକାବିଲା । ଦୁଇ ଦଳ ବିଜୟ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବେ । ହାର୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ବାଧିନ ମୁମ୍ବାଇ ଇଣ୍ଡିଆନ୍‌ସ ୬ଟି ମ୍ୟାଚ ଖେଳି ୨ଟି ବିଜୟ ହୋଇଥିବା ବେଳେ ୪ଟି ପରାଜିତ ହୋଇଛି। ଆଜି…