କଲବଲ କରୁଛି ତାତି: ସାଢ଼େ ୧୧ ସୁଦ୍ଧା ୪୦ ଡିଗ୍ରୀ ଛୁଇଁଲା ପାରଦ
ଭୁବନେଶ୍ଵର: ରାଜ୍ୟବାସୀଙ୍କୁ କଲବଲ କରୁଛି ତାତି। ସାରା ରାଜ୍ୟରେ ପ୍ରବଳ ଖରା । ଜଳୁଛି ରାଜଧାନୀ। ସକାଳ ୮ଟା ପରେ ଘରୁ ବାହାରିବା କଷ୍ଟ ହୋଇପଡ଼ୁଛି। ଆଜି ସକାଳ ୮ଟା ୩୦ ସୁଦ୍ଧା ୩୪ ଡିଗ୍ରୀ ପାରଦ ଟପି ଥିବା ବେଳେ ସାଢେ ୧୧ଟା ସୁଦ୍ଧା ପାରଦ ୪୦ ଡିଗ୍ରୀ ଛୁଇଁଛି।
ଆଜି ସକାଳୁ ସକାଳୁ…