ପଦ୍ମ ଛାଡି ଶଙ୍ଖ ଫୁଙ୍କିଲେ ସମ୍ବଲପୁର ସାଂସଦଙ୍କ ପତ୍ନୀ ଅରୁନ୍ଧତୀ ଦେବୀ
ଭୁବନେଶ୍ବର: ବିଜେଡିରେ ଯୋଗ ଦେଲେ ସମ୍ବଲପୁର ସାଂସଦ ତଥା ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ ଦେବୀ । ତାଙ୍କ ସହ ତାଙ୍କ ପୁଅ ନମନ ଗଙ୍ଗଦେବ ମଧ୍ୟ ବିଜେଡିରେ ଯୋଗ ଦେଇଛନ୍ତି ।
ଆଜି ସନ୍ଧ୍ୟାରେ ନବୀନ ନିବାସ ଠାରେ ଉଭୟ ଅରୁନ୍ଧତୀ ଦେବୀ ଓ ପୁଅ ନମନ ଗଙ୍ଗଦେବ ମୁଖ୍ୟମନ୍ତ୍ରୀ…