କଂଗ୍ରେସରୁ ଇସ୍ତଫା ଦେଲେ କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତି ବଳଭଦ୍ର ଦାସ
ଯାଜପୁର: ଭାରତୀୟ ଜାତୀୟ କଂଗ୍ରେସର ଜଣେ ଟାଣୁଆ ସଂଗଠକ ତଥା ଯାଜପୁର ଜିଲ୍ଲା କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତି ବଳଭଦ୍ର ଦାସ ଆଜି ଦଳରୁ ଇସ୍ତଫା ଦେଇଛନ୍ତି । ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକଙ୍କୁ ଏ ନେଇ ବଳଭଦ୍ର ଦାସ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି।…