Latest Odisha News

BREAKING NEWS

ପ୍ରବାସୀ ଓଡ଼ିଆ ବିକାଶ ସମିତି ପକ୍ଷରୁ ନୂଆଦିଲ୍ଲୀରେ ମହାବିଷୁବ ସଂକ୍ରାନ୍ତି ମିଳନ

ନୂଆଦିଲ୍ଲୀ : ଚଳିତବର୍ଷ ପ୍ରବାସୀ ଓଡ଼ିଆ ବିକାଶ ସମିତି(ପିଓଭିଏସ୍) ପକ୍ଷରୁ ନୂଆଦିଲ୍ଲୀ ସ୍ଥିତ ବିଶ୍ଵ ଯୁବକ କେନ୍ଦ୍ର ପ୍ରେକ୍ଷାଳୟରେ ମହାବିଷୁବ ସଂକ୍ରାନ୍ତି ମିଳନ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି । ପଣା ପିଇ ଓଡ଼ିଆ ଘରର ଖାଦ୍ୟ ଖାଇ ଓଡ଼ିଶୀ, ସମ୍ବଲପୁରୀ ସମେତ ବିଭିନ୍ନ ନୃତ୍ୟ…

ବିଜେଡିର ମିଶ୍ରଣ ପର୍ବ: ଦଳରେ ମିଶିଲେ ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଚଳି ପିଡିକା

ଭୁବନେଶ୍ୱର: ବିଜେଡିରେ ମିଶିଲେ କୋରାପୁଟ ଜିଲ୍ଲା ଅନ୍ତର୍ଗତ ଲକ୍ଷ୍ମୀପୁର ନିର୍ବାଚନମଣ୍ଡଳୀର ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ପିଡିକା । ଆଜି ଶତାଧିକ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧିଙ୍କ ସହ ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି ।…

ବାଇକକୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍, ଚାଲିଗଲା ୨ ଜୀବନ

ନୂଆପଡା: ବାଇକୁ ଧକ୍କା ଦେଲା ପିକଅପ୍ ଭ୍ୟାନ୍ । ଦୁର୍ଘଟଣାରେ ଚାଲିଗଲା ୨ ବାଇକ ଆରୋହୀଙ୍କ ଜୀବନ । ନୂଆପଡା ଜିଲ୍ଲା ସିନାପାଲି ଥାନା ସାଲେବିହିଡି ହନୁମାନ ଛକ ବିଜୁ ଏକ୍ସପ୍ରେସ ୱେ ରେ ଘଟିଛି ଏହି ମର୍ମନ୍ତୁଦ ଦୁର୍ଘଟଣା । ମୃତକ ଦ୍ବୟ ହେଲେ ସ୍ଥାନୀୟ ବୈଗାପଡା ଗ୍ରାମର ଦୁର୍ଯ୍ୟୋଧନ…

ରବି ଧାନ ସଂଗ୍ରହ କମିଟି ବୈଠକ, ମେ’ରୁ ସାରା ଜିଲ୍ଲାରେ ମଣ୍ଡିରୁ ଧାନ ସଂଗ୍ରହ ଆରମ୍ଭ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ରବି ଧାନ ସଂଗ୍ରହ ନିମନ୍ତେ ଜିଲ୍ଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲ୍ଲାପାଳ ପି.ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ଜିଲ୍ଲାରେ ମେ ମାସ ୨୦ ତାରିଖରୁ…

ବିଜେପିର ପୋଷ୍ଟର ବୟ ସାଜିଛନ୍ତି ଜନବିରୋଧୀ ପ୍ରଦୀପ, ପ୍ରଶାନ୍ତ

ଭୁବନେଶ୍ଵର: ରାଜ୍ୟରେ ବିଜେପିର ଗୁଣ୍ଡାଗର୍ଦ୍ଦି କରୁଥିବା ନେତାଙ୍କ ଉପରେ ବର୍ଷିଛନ୍ତି ବିଜେଡି ମୁଖପାତ୍ର ସ୍ବୟଂ ପ୍ରକାଶ ମହାପାତ୍ର । ଅପରାଧିକ କାର୍ଯ୍ୟ ସହ ଜଡିତ ଓ ବିଜେଡିରୁ ବିତାଡିତ ପ୍ରଦୀପ ପାଣିଗ୍ରାହୀ ଓ ପ୍ରଶାନ୍ତ ଜଗଦେବ ବିଜେପିର ପୋଷ୍ଟର ବୟ ପାଲଟିଛନ୍ତି ବୋଲି କହିଛନ୍ତି ସ୍ଵୟଂ…

ଦିନକୁ ଦିନ ଓଡ଼ିଶାରେ ଲୋପ ପାଉଛି କଳା, କ’ଣ ରହିଛି ଏହାର କାରଣ

ଭୁବନେଶ୍ବର: କଳାକାରର ଅଳଙ୍କାର ହେଉଛି ତାର କଳା । କିଏ ସଂଙ୍ଗୀତକୁ ତ କିଏ ନୃତ୍ୟକୁ ଆଉ କିଏ ଅଭିନୟ ମାଧ୍ୟମରେ ତାର କଳାକୁ ପ୍ରଦର୍ଶନ କରେ । ସମଗ୍ର ବିଶ୍ବରେ ସର୍ଜନଶୀଳତାର ପ୍ରୋତ୍ସାହନ ସଚେତନ ପାଇଁ ପ୍ରତି ବର୍ଷ ଏପ୍ରିଲ ୧୫ ତାରିଖରେ ପାଳନ କରାଯାଏ ବିଶ୍ବ କଳା ଦିବସ । କାରଣ ଏହିଦିନ…

ରୋଷେଇ ଘରୁ ରାଜନୀତି, ବିଜେପିରେ ସାମିଲ ହେଲେ କାର୍ ଖାନା ଭାଉଜ

ଭୁବନେଶ୍ଵର: ବିଜେପିରେ ସାମିଲ ହେଲେ କାରରେ ଖାଦ୍ୟ ପରସି ଚର୍ଚ୍ଚାରେ ଥିବା ଦୁଇ ଯା’ ନେହା ଏବଂ ରଶ୍ମିତା ପାଣିଗ୍ରାହୀ । ବିଜେପି ସାଂସଦ ବସନ୍ତ ପଣ୍ଡା, ବରିଷ୍ଠ ନେତା ସମୀର ଦାସ, ପୁରୀ ଲୋକ ସଭା ପ୍ରାର୍ଥୀ ସମ୍ବିତ ପାତ୍ର ପ୍ରମୁଖ ଏହି ଦୁଇ ଯା’ଙ୍କୁ ଦଳକୁ ସ୍ଵାଗତ କରିଥିଲେ । ଗତ…

ପ୍ରଚାର ବେଳେ ରାହୁଲ ଗାନ୍ଧୀଙ୍କ ହେଲିକପ୍ଟର ଯାଞ୍ଚ କଲେ ନିର୍ବାଚନ ଅଧିକାରୀ

ଚେନ୍ନାଇ: ନିର୍ବାଚନୀ ପ୍ରଚାର ବେଳେ ଯାଞ୍ଚ ହେଲା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ହେଲିକପ୍ଟର । ହେଲିକପ୍ଟର ଅବତରଣ କରିବା ପରେ ଫ୍ଲାଇଂ ସ୍କ୍ୱାଡ ଅଧିକାରୀମାନେ ତାଙ୍କ ହେଲିକପ୍ଟରର ତଲାସୀ ନେଇଛନ୍ତି । ଆଜି ରାହୁଲ ପ୍ରଚାର ପାଇଁ ତାଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟନାଡ ଅଭିମୁଖେ…

ନିର୍ବାଚନ ପୂର୍ବରୁ ଆବାସ ଦୁର୍ନୀତି ଅଭିଯୋଗ

ସୋନପୁର: ଆଗକୁ ରହିଛି ସାଧାରଣ ନିର୍ବାଚନ । ଏଥିପାଇଁ ଗୋଟେପଟେ ସମସ୍ତ ରାଜନୈତିକ ଦଳ ନିଜର ପ୍ରଚାର ପ୍ରସାର ଜୋରଦାର କରିଥିବା ବେଳେ ଅନ୍ୟପଟେ କିଛି ସ୍ଥାନରୁ ବିଭିନ୍ନ ଦୁର୍ନୀତିର ଖବର ସାମ୍ନାକୁ ଆସୁଛି । ଦେଶରେ ଗରିବ ମାନଙ୍କୁ ମୁଣ୍ଡ ଗୁଞ୍ଜିବାକୁ ରାଜ୍ୟ ସରକାର ଓ କେନ୍ଦ୍ର ସରକାର…

ଭାରତ ଶୈଳୀରେ ଜବାବ ଦେଲା ଇସ୍ରାଏଲ: ସ୍ଥାନ, ସମୟ ଆମେ ସ୍ଥିର କରିବୁ

ତେଲ ଅବୀବ: ଇସ୍ରାଏଲ ଉପରେ ଆକ୍ରମଣ କରି ଇରାନ ଆଉ ଏକ ଯୁଦ୍ଧର ଆରମ୍ଭ କରିଛି । ରବିବାର ଇରାନ ରାତିରେ ଇସ୍ରାଏଲ ଉପରେ ଘନ ଘନ ମିସାଇଲ ମାଡ କରିଥିଲା । ଅବଶ୍ୟ ଏଥିରୁ ଅଧିକାଂଶ ଇସ୍ରାଏଲ ପକ୍ଷରୁ ନଷ୍ଟ କରି ଦିଆଯାଇଥିଲା । ଏବେ ଇସ୍ରାଏଲ ଏହି ଆକ୍ରମଣ ପରେ ଭାରତ ଶୈଳୀରେ ଇରାନଜୁ ଜବାବ ଦେଇଛି ।…