ଓଡ଼ିଶାରେ ବିଜେଡି, ବିଜେପି ମେଣ୍ଟ ନେଇ ଏଯାଏଁ ହୋଇନି ନିଷ୍ପତ୍ତି: ଅମିତ୍ ଶାହ
ଭୁବନେଶ୍ୱର: ଓଡ଼ିଶାରେ ବିଜେପି-ବିଜେଡି ମେଣ୍ଟ ନେଇ ଏଯାଏଁ କୌଣସି ନିଷ୍ପତ୍ତି ନିଆଯାଇ ନାହିଁ । ଏବେ ବି ଏହି ପ୍ରସଙ୍ଗରେ ପୂର୍ଣ୍ଣଚ୍ଛେଦ ପଡ଼ିନି । ବିଜେଡି-ବିଜେପି ମେଣ୍ଟ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଆଜି କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅମିତ ଶାହ ଏମିତି…