ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ ପ୍ରତିହାରୀଙ୍କ ପରଲୋକ
ପୁରୀ: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରଜତ କୁମାର ପ୍ରତିହାରୀଙ୍କ ପରଲୋକ ଘଟିଛି । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି । ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି ।
ତାଙ୍କର ପାର୍ଥିବ ଶରୀର ମୁମ୍ବାଇରୁ ପୁରୀର ବାଲିସାହି…