ପ୍ରବଳ ଗୁଳୁଗୁଳି, ସକାଳୁ ସକାଳୁ ପାରଦ ୩୯ ଛୁଇଁଲାଣି
ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି ସହ, ପ୍ରବଳ ଗୁଳୁଗୁଳି । ଆଜି ସକାଳୁ ସକାଳୁ ଏହାର ପ୍ରଭାବ ରାଜ୍ୟରେ ଅନୁଭୂତ ହେଲାଣି । ଆଜି ସକାଳ ୮ଟା ୩୦ ସୁଦ୍ଧା ୩୯ ଡିଗ୍ରୀ ତାପମାତ୍ରା ସହ ଭବାନୀପାଟଣା ସବୁଠୁ ଉତପ୍ତ ସହର । ସେହିପରି ଟିଟିଲାଗଡ଼ ୩୮ ଡିଗ୍ରୀ, ବଲାଙ୍ଗୀରରେ ୩୭.୪, …