ଚଳିତ ସାଧାରଣ ନିର୍ବାଚନ ପାଇଁ ଜିଲ୍ଲାପ୍ରଶାସନର ତାଲିମ ଓ ବ୍ୟାପକ ପ୍ରସ୍ତୁତି
ରାୟଗଡ଼ା: ଚଳିତ ସାଧାରଣ ନିର୍ବାଚନ ପାଇଁ ଜିଲ୍ଲାପ୍ରଶାସନ ତରଫରୁ ବ୍ୟାପକ ପ୍ରସ୍ତୁତି ଚାଲିଛି।
ଏହି ଅବସରରେ ରାୟଗଡ଼ା ଜିଲ୍ଲାର ତିନୋଟି ବିଧାନସଭା ନିର୍ବାଚନ କ୍ଷେତ୍ର ପାଇଁ ପର୍ଯ୍ୟବେକ୍ଷକ ଏବଂ ପୋଲିଙ୍ଗ ଅଧିକାରୀଙ୍କୁ ନେଇ ଚାରି ଦିନିଆ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି।
ପୂର୍ବରୁ…