ରାମଦେବଙ୍କ କ୍ଷମା ପ୍ରାର୍ଥନାକୁ ଅଗ୍ରାହ୍ୟ, ପରିଣାମ ଭୋଗିବାକୁ ପ୍ରସ୍ତୁତ ରୁହ କହିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟରେ ପତଞ୍ଜଳି ଆୟୁର୍ବେଦର ବିଭ୍ରାନ୍ତିକର ବିଜ୍ଞାପନ ସମ୍ପର୍କରେ ଶଣାଣି ହୋଇଛି । ଏନେଇ କୋର୍ଟରେ ହାଜର ହୋଇଥିଲେ ଯୋଗଗୁରୁ ରାମଦେବ ବାବା ଓ ପତଞ୍ଜଳିର ମ୍ୟାନେଜିଂ ଡାଇରେକ୍ଟର ଆଚାର୍ଯ୍ୟ ବାଳକୃଷ୍ଣ । ଆଜି ଏହି ମାମଲାର ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ…