ବାଇକ୍କୁ ଧକ୍କା ଦେଲା ଟ୍ରକ୍; ଦମ୍ପତି ମୃତ
ନୂଆପଡ଼ା: ନୂଆପଡ଼ା ଜିଲ୍ଲା ଅନ୍ତର୍ଗତ ଖଡିଆଳ ଅଞ୍ଚଳରେ ଥିବା ଜାତୀୟ ରାଜପଥ-୩୫୩ (NH-353) ଉପରେ ଗୁରୁବାର ଦିନ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଦମ୍ପତିଙ୍କ ମୃତ୍ୟୁ ଘଟିଛି।
ମିଳିଥିବା ସୂଚନା ଅନୁଯାୟୀ, ସକାଳ ସମୟରେ ଖଡିଆଳ ଥାନା ଅଧୀନ ତିଖାଲି ଛକ ନିକଟରେ ଏହି ଦୁର୍ଘଟଣା…