Latest Odisha News

BREAKING NEWS

ଆଇପିଏଲ ମେଗା ନିଲାମ: ଖେଳାଳି ରିଟେନ ନିୟମରେ ପରିବର୍ତନ ଚାହୁଁଛନ୍ତି ଫ୍ରାଂଚାଇଜ

ନୂଆଦିଲ୍ଲୀ: ଆଇପିଏଲ ୨୦୨୫ ପାଇଁ ଚଳିତ ବର୍ଷ ଶେଷ ଭାଗରେ ମେଗା ଅକ୍ସନ ହେବ । ତେବେ ଏହି ନିଲାମ ପ୍ରକ୍ରିୟା ପୂର୍ବରୁ ଫ୍ରାଂଚାଇଜମାନେ ରିଟେନ ନିୟମରେ କିଛି ପରିବର୍ତନ ଚାହୁଁଛନ୍ତି । ଆଇପିଏଲର ଗତ ମେଗା ଅକ୍ସନ ୨୦୨୨ରେ ହୋଇଥିଲା । ସେ ସମୟରେ ଗୁଜରାଟ ଟାଇଟାନ୍ସ ଓ ଲକ୍ଷ୍ନୌ ସୁପର ଜ୍ୟାଂଟସ…

ନିର୍ବାଚନ ପ୍ରଚାର ସମୟରେ ଆହତ ହେଲେ ବାଂସୁରୀ ସ୍ୱରାଜ

ନୂଆଦିଲ୍ଲୀ: ନିର୍ବାଚନ ପ୍ରଚାର ସମୟରେ ଆହତ ହେଲେ ବାଂସୁରୀ ସ୍ୱରାଜ । ନୂଆଦିଲ୍ଲୀ ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ବାଂସୁରୀ ସ୍ୱରାଜ ପ୍ରଚାର ସମୟରେ ଆହତ ହୋଇଛନ୍ତି । ବାଂସୁରୀଙ୍କ ଆଖିରେ ଆଘାତ ଲାଗିଛି । ଏନେଇ ସେ ସୋସିଆଲ ମିଡ଼ିଆରେ ସୂଚନା ଦେଇଛନ୍ତି । ତୃତୀୟ ଥର ପାଇଁ…

ଆଜିଠୁ ‘ଉଠ ଓଡ଼ିଆ’ ସ୍ୱାଭିମାନ ସଂକଳ୍ପ ପଦଯାତ୍ରା, ଗାଁ ଗାଁ ବୁଲି ଲୋକଙ୍କ ମଧ୍ୟରେ ବାଣ୍ଟିବେ ଓଡିଆ ଅସ୍ମିତାର…

ପୁରୀ: ଆଜିଠୁ ‘ଉଠ ଓଡ଼ିଆ’ ସ୍ୱାଭିମାନ ସଂକଳ୍ପ ପଦଯାତ୍ରା । ପୁରୀରୁ ବାହାରି ଏହି ଯାତ୍ରା କାମ୍ର କ୍ଷେତ୍ର ଭୁବନେଶ୍ୱରକୁ ଯିବ । ଶ୍ରୀମନ୍ଦିର ନିକଟରୁ ଯାତ୍ରା ବାହାରି ବୀର ହରେକୃଷ୍ଣପୁର, ସୁଆଣ୍ଡୋ, ସତ୍ୟବାଦୀ, ଧଉଳି ଦେଇ ୧୪ ତାରିଖ ଦିନ ଅର୍ଥାତ୍ ଓଡ଼ିଆ ନବବର୍ଷ ତଥା ପଣାସଂକ୍ରାନ୍ତି ଦିନ…

ରିଲିଜ ହେଲା ‘ହୀରାମଣ୍ଡି: ଦ ଡାଇମଣ୍ଡ ବଜାର’ର ଟ୍ରେଲର, ୧୪ ବର୍ଷ ପରେ ବଡ ପରଦାକୁ ଫେରିଲେ ଫରଦିନ

ନୂଆଦିଲ୍ଲୀ: ‘ହୀରାମଣ୍ଡି: ଦ ଡାଇମଣ୍ଡ ବଜାର' ଡେବ୍ୟୁ ୱେବ ସିରିଜ ସହ ଫେରୁଛନ୍ତି ନିର୍ଦ୍ଦେଶକ ସଂଜୟ ଲୀଲା ବଂଶାଲୀ । ଏହି ସିରିଜ ଘୋଷଣା ହେବା ଦିନ ଠାରୁ ଫ୍ୟାନ୍ସ ଉତ୍ସାହର ସହ ଅପେକ୍ଷା କରିଛନ୍ତି । ନିକଟରେ ନିର୍ମାତା ଫିଲ୍ମରୁ ଅଭିନେତାଙ୍କ ପ୍ରଥମ ଲୁକ ସେୟାର କରିଥିବା ବେଳେ ବର୍ତ୍ତମାନ…

ଆଉ ଟାଟୁ କରିପାରିବେନି ପୋଲିସ କର୍ମଚାରୀ, ୧୫ ଦିନ ଭିତରେ ଲିଭାଇବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଏଣିକି ଦେହରେ ଆଉ ଟାଟୁ କରିପାରିବେନି ପୋଲିସ ଅଧିକାରୀ । ଟାଟୁକୁ ନେଇ ଆସିଲା ନୂଆ ଗାଇଡଲାଇନ । ଦେହ ମୁହଁ ଓ ହାତରେ ଟାଟୁ କରିପାରିବେନି ସୁରକ୍ଷାବାନିନୀ ଓ ପୋଲିସ କର୍ମଚାରୀ । ଯେଉଁମାନେ ଏହି ଟାଟୁ କରିଛନ୍ତି ୧୫ ଦିନ ଭିତରେ ଲିଭାଇବାକୁ ନିର୍ଦ୍ଦେଶ ଜାରି କରାଯାଇଛି ।…

ହାଇକୋର୍ଟରୁ ଝଟକା ପରେ ସୁପ୍ରିମକୋର୍ଟର ଦ୍ଵାରସ୍ତ ହେଲେ କେଜ୍ରିୱାଲ

ନୂଆଦିଲ୍ଲୀ: ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟର ଦ୍ଵାରସ୍ତ ହେଲେ ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଆଜି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିୱାଇ. ଚନ୍ଦ୍ରଚୁଡଙ୍କୁ ଏହି ମାମଲାର ଶୀଘ୍ର ଶୁଣାଣି କରିବା ପାଇଁ…

‘ଆମେ ଚୀନର କିଛି ଅଞ୍ଚଳର ନାଁ ବଦଳାଇଦେବା ତେବେ କ’ଣ ସେହି ସ୍ଥାନ ଆମର ହୋଇଯିବ’

ନୂଆଦିଲ୍ଲୀ: ଚୀନ୍ ଅରୁଣାଚଳ ପ୍ରଦେଶର ୩୦ ଟି ସ୍ଥାନର ନାମ ବଦଳାଇବା ନେଇ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ମଙ୍ଗଳବାର ଅରୁଣାଚଳ ପ୍ରଦେଶର ନାମସାଇ ଅଞ୍ଚଳରେ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ସମୟରେ ରାଜନାଥ ସିଂ କହିଛନ୍ତି ଯେ, ଯଦି ଭାରତ ମଧ୍ୟ…

ପୁରୁଣା ବସ୍ ଷ୍ଟାଣ୍ଡର ଅଧୁନୀକରଣ ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜି: ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ । ନୂଆ ବସଷ୍ଟାଣ୍ଡ ନିର୍ମାଣକୁ ବିରୋଧ କରି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ ହେବ । ସମଲେଶ୍ୱରୀ ମାର୍କେଟ ସଂଘ ଏହି ବନ୍ଦ ଡାକରା ଦେଇଛି । ନୂଆ ବସଷ୍ଟାଣ୍ଡ ନିର୍ମାଣକୁ ବିରୋଧ କରାଯାଇଥିବାବେଳେ ପୁରୁଣା…

ଭାଷା ଭାଗବତ : ମଣିଷ ଯଂତ୍ର

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ନିୟମିତ ବିଭାଗ ନିଜକୁ କରିଦେଲେ ଯଂତ୍ର ପାସୋରିହୁଏ ମୂଳମଂତ୍ର ମଣିଷ ମୂଳତଃ ସ୍ବତଂତ୍ର ଅତ୍ର, ତତ୍ର, ଯତ୍ର, ସର୍ବତ୍ର ଆପଣା ନିଜସ୍ବ ବରଜି ଅଧିକ ଲୋକ ହେଲେ ରାଜି ହୁଅଂତି ଯଂତ୍ରାବଳି ଭଳି କେବଳ ଶରୀର…

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଚୈତ୍ର ଶୁକ୍ଳ ପକ୍ଷ ଦ୍ୱିତୀୟା ତିଥି । ଏହି ତିଥିରେ ଆଜି ମହାପ୍ରଭୁଙ୍କ ବନକ ଲାଗି ନୀତି କରାଯିବ । ଏନେଇ ୪ ଘଣ୍ଟା ସନ୍ଧ୍ୟା ୬ରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି । ଏହା ମହାପ୍ରଭୁଙ୍କ ଏକ ଗୁପ୍ତନୀତି । ଏହି ସମୟ…