ରୋଷେଇ ବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ୧୧ ଆହତ
ବ୍ରହ୍ମପୁର: ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲ୍ଲାରେ ଘଟିଯାଇଛି ଅଘଟଣ। ରାନ୍ଧିଲା ବେଳେ ଫାଟିଲା ଗ୍ୟାସ୍ ସିଲିଣ୍ଡର। ପାତ୍ରପୁର ବ୍ଲକରେ ଜଣଙ୍କ ଘରେ ଘଟିଛି ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ଘଟଣାରେ ଅତି କମରେ ୧୧ ଜଣ ଆହତ ହୋଇଛନ୍ତି। ଆମୁଣ୍ଡି ଗାଁର ପ୍ରସନ୍ନ କୁମାର ବେହେରାଙ୍କ ଘରେ ଏହି…