ମିଳିଲା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ପତ୍ନୀଙ୍କ ଫର୍ଚୁନର କାର୍
ଲକ୍ଷ୍ନୌ: ଉତ୍ତରପ୍ରଦେଶର ବାରାଣାସୀରୁ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ପତ୍ନୀ ମଲ୍ଲିକା ନଡ୍ଡାଙ୍କ ଫର୍ଚୁନର କାର ଚୋରି ହୋଇଥିବା ବେଳେ ଆଜି ସେହି କାରକୁ ଉଦ୍ଧାର କରିଛି ପୋଲିସ । ଗତ ୧୫ ଦିନ ହେବ ଜେପି ନଡ୍ଡାଙ୍କ ପତ୍ନୀଙ୍କ ଏକ ଫର୍ଚୁନ କାର୍ ଚୋରି ହୋଇଯାଇଥିଲା । ଚୋରି ପରେ…