ପର୍ଯ୍ୟଟକଙ୍କ ଲାଗି ଆଜିଠୁ ବନ୍ଦ ହେଲା ଅଲିଭ ରିଡଲେଙ୍କ ଅଣ୍ଡାଦାନ ଅଞ୍ଚଳ
ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ପର୍ଯ୍ୟଟକଙ୍କ ଲାଗି ଅଲିଭ ରିଡଲେ କଇଁଛ ଅଣ୍ଡାଦାନ କରୁଥିବା ସମସ୍ତ ଅଞ୍ଚଳ ବନ୍ଦ କରାଯାଇଛି । ଏନେଇ ରାଜ୍ୟ ବନ ବିଭାଗର ବନ୍ୟପ୍ରାଣୀ ମୁଖ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।
ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ କହିଛନ୍ତି,’’ ଏବେ…