ସାକ୍ଷୀଗୋପାଳରୁ ଆରମ୍ଭ ହେଲା ବିଜେଡିର ଜନସମ୍ପର୍କ ପଦଯାତ୍ରା
ଭୁବନେଶ୍ୱର: ଆରମ୍ଭ ହେଲା ବିଜୁ ଜନତା ଦଳ (ବିଜେଡି)ର ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ । ଗୁରୁବାର ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ, ତାଙ୍କର ଜନ୍ମମାଟି ସୁଆଣ୍ଡୋ ଗ୍ରାମରେ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ବିଜେଡି ତାର ପଦଯାତ୍ରା ଅଭିଯାନ କାର୍ଯ୍ୟକ୍ରମ…