ଟଙ୍କା ପାଇଁ ବ୍ୟାଙ୍କକୁ କଙ୍କାଳ ନେବା ଘଟଣା; RDC ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କେନ୍ଦୁଝର ଜିଲ୍ଲାର ପାଟଣା ସ୍ଥିତ ଏକ ବ୍ୟାଙ୍କରୁ ଜିତୁ ମୁଣ୍ଡା ନାମକ ଜଣେ ବ୍ୟକ୍ତି ଟଙ୍କା ନ ପାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ RDC ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।
ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହିତ ଅଧିକାରୀ ମାନଙ୍କୁ ସାଧାରଣ ଲୋକଙ୍କ…