ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତି, ମହିଳା ସରକାରୀ କର୍ମଚାରୀଙ୍କୁ ମିଳିବ ଅଧିକ ୧୦ ଦିନ ବାର୍ଷିକ ସାମୟିକ ଛୁଟି
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ଖୁସିଖବର । ମହିଳା କର୍ମଚାରୀଙ୍କ ପାଇଁ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ।
ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ…